Posted inଜାତୀୟ

ଟୁଲ୍‌କିଟ୍‌: ରମଣ ସିଂ, ସମ୍ବିତ୍‌ ପାତ୍ରଙ୍କ ନଁ।ରେ ଏତଲା

ନୂଆଦିଲ୍ଲୀ, ୨୪।୫: ଏଆଇସିସିର ଗବେଷଣା ବିଭାଗ ଲେଟରହେଡ୍‌କୁ ଜାଲିଆତି କରି ସେଥିରେ ମିଥ୍ୟା ଓ ଜାଲ୍‌ ତଥ୍ୟ ଛାପିବା ଅଭିଯୋଗରେ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରମଣ ସିଂ ଏବଂ ମୁଖପାତ୍ର ସମ୍ବିତ୍‌ ପାତ୍ରଙ୍କ ନଁ।ରେ ଛତିଶଗଡ଼ରେ ଏତଲା ଦାଏର ହୋଇଛି। ଅଧିକ ଜେରା ଲାଗି ସେମାନଙ୍କୁ ସମନ କରାଯାଇଥିବା ରାୟପୁର ସିଭିଲ୍‌ ଲାଇନ୍ସ ପୋଲିସ ଏସ୍‌ଏଚ୍‌ଓ ଆର୍‌.କେ. ମିଶ୍ର କହିଛନ୍ତି। ସମ୍ବିତ୍‌ଙ୍କୁ ବ୍ୟକ୍ତିଗତ ଭାବେ କିମ୍ବା ଭିଡିଓ କନ୍‌ଫରେନ୍ସ ଜରିଆରେ ହାଜର ହେବାକୁ କୁହାଯାଇଛି। ଛତିଶଗଡ଼ କଂଗ୍ରେସ ଏନ୍‌ଏସ୍‌ୟୁଆଇ ଅଧ୍ୟକ୍ଷ ଭାଜପା ନେତାମାନଙ୍କ ବିରୋଧରେ ଏତଲା ଦାଏର କରିଛନ୍ତି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ବିରୋଧରେ ଏତଲା ଲାଗି ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଗ୍‌ ମିଟିଂ ପରେ ବାଂଲା ସୈନ୍ୟଙ୍କ ଗୁଳିମାଡ଼:ବିଏସ୍‌ଏଫ୍‌ ଯବାନ ଶହୀଦ

କୋଲକାତା,୧୮-୧୦(ପି.ଟି.):ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ଜଣେ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଅନ୍ତର୍ଜାତୀୟ ସୀମାବର୍ତ୍ତୀ ପଶ୍ଚିମବଙ୍ଗରେ ଫ୍ଲାଗ୍‌ ମିଟିଂ ଚାଲିଥିଲାବେଳେ ଜଣେ ବାଂଲାଦେଶୀ...

ବଡ଼ ଘର ବଡ଼ ଗୁମର କଥା: ରାତିଅଧରେ ଫାଟକ ପିଟିଲେ ଲାଲୁଙ୍କ ବୋହୂ ଐଶ୍ଚର୍ଯ୍ୟା; ଫିଟିଲାନି ଫାଟକ

ପାଟନା,୩୦।୯: ବିହାର ଆର୍‌ଜେଡି ପ୍ରମୁଖ ଲାଲୁ ଯାଦବଙ୍କ ଘର ଝଗଡ଼ା ଏବେ ପଦାକୁ ଆସିଛି। ଘରୋଇ କନ୍ଦଳକୁ ନେଇ ବୋହୂ ଐଶ୍ଚର୍ଯ୍ୟା ରାୟ ତାଙ୍କ ପିତାଙ୍କୁ...

ଜୁଲାଇ ୫ରେ ବଜେଟ୍‌: ୨ ସପ୍ତାହ ପୂର୍ବରୁ ହାଲୁଓ୍ବା ରନ୍ଧା

ନୂଆଦିଲ୍ଲୀ,୨୨।୬: ଜୁଲାଇ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ବଜେଟ ଆଗତ କରିବେ। ଏହାର ୨ ସପ୍ତାହ ପୂର୍ବରୁ ଶନିବାର ପାରମ୍ପରିକ ହାଲୁଓ୍ବା ରନ୍ଧା...

ଚେନ୍ନାଇରେ ବର୍ଷା ନେଲା ୩ ଜୀବନ

ଚେନ୍ନାଇ,୩୦।୧୨: ପ୍ରବଳ ବର୍ଷା ସମ୍ଭାବନା କାରଣରୁ ତାମିଲନାଡୁର ୪ ଜିଲାରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏପର୍ଯ୍ୟନ୍ତ ବର୍ଷା ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଆଘାତ କାରଣରୁ...

ଆଇଏନ୍‌ଏକ୍ସ ମିଡିଆ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୭୧ ପୂର୍ବତନ ଅଧିକାରୀ

ନୂଆଦିଲ୍ଲୀ,୬ା୧୦: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଅର୍ଥ ମନ୍ତ୍ରଣାଳୟର ୪ ପୂର୍ବତନ ଅଫିସରଙ୍କ ବିରୋଧରେ ମାମଲାକୁ ନେଇ ୭୧ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଚିନ୍ତାବ୍ୟକ୍ତ କରିବା...

ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି ପାଇଁ ମନା କଲେ କୋର୍ଟ

ଚେନ୍ନାଇ,୧୨।୯: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି କରିବାକୁ ମାଡ୍ରାସ ହାଇକୋର୍ଟ ମନା କରି ଦେଇଛନ୍ତି। ପୂର୍ବରୁ...

କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

ମୁମ୍ବାଇ,୧୩।୬: ଡ୍ରଗ୍ସ୍‌ ଚୋରା କାରବାରର ପର୍ଦ୍ଦାଫାଶ୍‌ ମୁମ୍ବାଇରେ ହୋଇଛି। ଏନ୍‌ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ...

ଭାଜପାକୁ ଟାର୍ଗେଟ କଲେ ବାବୁଲ ସୁପ୍ରିୟୋ, କେନ୍ଦ୍ରରେ ୮ ବର୍ଷ ହେଲା ନାହାନ୍ତି ବଙ୍ଗୀୟ ମନ୍ତ୍ରୀ…

ନୂଆଦିଲ୍ଲୀ, ୪।୮ : ତୃଣମୂଳ କଂଗ୍ରେସର ନେତା ତଥା ବୁଧବାର ପଶ୍ଚିମବଙ୍ଗର ମମତା ସରକାରରେ ମନ୍ତ୍ରୀ ହୋଇଥିବା ବାବୁଲ ସୁପ୍ରିୟୋ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି।...

Advertisement
Archives

Model This Week