Posted inଜାତୀୟ

ଟୁଲ୍‌କିଟ୍‌: ରମଣ ସିଂ, ସମ୍ବିତ୍‌ ପାତ୍ରଙ୍କ ନଁ।ରେ ଏତଲା

ନୂଆଦିଲ୍ଲୀ, ୨୪।୫: ଏଆଇସିସିର ଗବେଷଣା ବିଭାଗ ଲେଟରହେଡ୍‌କୁ ଜାଲିଆତି କରି ସେଥିରେ ମିଥ୍ୟା ଓ ଜାଲ୍‌ ତଥ୍ୟ ଛାପିବା ଅଭିଯୋଗରେ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରମଣ ସିଂ ଏବଂ ମୁଖପାତ୍ର ସମ୍ବିତ୍‌ ପାତ୍ରଙ୍କ ନଁ।ରେ ଛତିଶଗଡ଼ରେ ଏତଲା ଦାଏର ହୋଇଛି। ଅଧିକ ଜେରା ଲାଗି ସେମାନଙ୍କୁ ସମନ କରାଯାଇଥିବା ରାୟପୁର ସିଭିଲ୍‌ ଲାଇନ୍ସ ପୋଲିସ ଏସ୍‌ଏଚ୍‌ଓ ଆର୍‌.କେ. ମିଶ୍ର କହିଛନ୍ତି। ସମ୍ବିତ୍‌ଙ୍କୁ ବ୍ୟକ୍ତିଗତ ଭାବେ କିମ୍ବା ଭିଡିଓ କନ୍‌ଫରେନ୍ସ ଜରିଆରେ ହାଜର ହେବାକୁ କୁହାଯାଇଛି। ଛତିଶଗଡ଼ କଂଗ୍ରେସ ଏନ୍‌ଏସ୍‌ୟୁଆଇ ଅଧ୍ୟକ୍ଷ ଭାଜପା ନେତାମାନଙ୍କ ବିରୋଧରେ ଏତଲା ଦାଏର କରିଛନ୍ତି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ବିରୋଧରେ ଏତଲା ଲାଗି ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୮୦ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୯ ।୧୦: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିପାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୯,୮୮୧ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା...

ଅଖିଳେଶ ପ୍ରସାଦ ବିହାରର ନୂଆ ଅଧ୍ୟକ୍ଷ

ପାଟନା,୫।୧୨: ବିହାରରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ମଦନ ମୋହନ ଝା ଇସ୍ତଫା ଦେଇଛନ୍ତି। ଏହାପରେ କଂଗ୍ରେସ ଏମ୍‌ପି ଅଖିଳେଶ ପ୍ରସାଦ ସିଂହଙ୍କୁ ଏକ ବଡ଼ ଦାୟିତ୍ୱ...

ଜୁନ୍‌ ୨୧ ସୂର୍ଯ୍ୟପରାଗ ପରେ ନଷ୍ଟ ହେବ କରୋନା ଭୂତାଣୁ : ଭାରତୀୟ ବୈଜ୍ଞାନିକ

ଚେନ୍ନାଇ, ୧୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଚଳିତ ଜୁନ ୨୧ରେ ହେବାକୁ ଥିବା ସୂର୍ଯ୍ୟପରାଗ ପରେ କରୋନା ଭୂତାଣୁ ନଷ୍ଟ...

ଦେଶରେ ୧୫୦ ଦିନରେ ସୁସ୍ଥ ହେଲେଣି ୧୦ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ,୩୦।୭: କରୋନା ମହାମାରୀ ଏବେ ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡି ନାହିଁ। ହେଲେ ଦେଶରେ ଯେଉଁପରି ଭାବେ ସଂକ୍ରମିତଙ୍କ...

ଗୋଟିଏ ଦିନରେ ୨ ମୁଖ୍ୟମନ୍ତ୍ରୀ ହେଲେ କରୋନା ପଜିଟିଭ

ବେଙ୍ଗାଲୁରୁ:୧୦।୧: ବିହାର ମୁଖ୍ୟମନ୍ତ୍ରୀଙ୍କ ପରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମାଇ ସୋମବାର କରୋନା ସଂକ୍ରମିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ବୋମାଇଙ୍କ ସାମାନ୍ୟ ଲକ୍ଷଣ ଦେଖାଦେଇଥିଲା। ଏନେଇ ସେ...

ଡିଜିଟାଲ ଇଣ୍ଡିଆ ବାଟରେ ବାଧା :୧୨ ରାଜ୍ୟର ୬୦ ପ୍ରତିଶତରୁ ଅଧିକ ମହିଳା କେବେ ବି ବ୍ୟବହାର କରି ନାହାନ୍ତି ଇଣ୍ଟରନେଟ

ନୂଆଦିଲ୍ଲୀ,୧୫।୧୨: ସରକାର ଡିଜିଟାଲୀକରଣ ଉପରେ ଗୁରୁତ୍ୱାରୋପ କରୁଥିବାବେଳେ ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ ରିପୋର୍ଟରେ ଏନେଇ ନକାରାତ୍ମକ ଫଳାଫଳ ଦେଖିବାକୁ ମିଳିଛି। ଦେଶର ୧୨ଟି ରାଜ୍ୟ...

ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ନୁହେଁ ବଳାତ୍କାର: ହାଇକୋର୍ଟ…

ରାୟପୁର,୨୬।୮: ଛତିଶଗଡ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ସ୍ବାମୀ ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ସ୍ଥାପନ କଲେ ଏହାକୁ...

ସନ୍ତାନ ପ୍ରସବ କଲେ କରୋନା ପଜିଟିଭ ମହିଳା

ଆଗ୍ରା,୩୦।୪: ଉତ୍ତରପ୍ରଦେଶ ଆଗ୍ରାରେ ଜଣେ କରୋନା ପଜିଟିଭ ମହିଳା ଗୁରୁବାର ସିଜରିଆନ ସେକ୍ସନ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିଛନ୍ତି। ସରୋଜିନି ନାଇଡୁ ମେଡିକାଲରେ ସେ...

Advertisement
Archives

Model This Week