ତୁଳସୀ ସମସ୍ତଙ୍କ ପାଇଁ ନୁହେଁ ଶୁଭ, ପୂଜା କରୁଥିଲେ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ..

ଅଧିକାଂଶ ହିନ୍ଦୁ ଧର୍ମାବଲମ୍ବୀଙ୍କ ଘରେ ତୁଳସୀ ରହିଥାଏ। ତୁଳସୀକୁ ଭଗବାନ କୃଷ୍ଣ ଅଧିକ ପସନ୍ଦ କରନ୍ତି। କିଛି ଲୋକ ସନ୍ଧ୍ୟାରେ ତୁଳସୀ ମୂଳରେ ଦୀପ ଜଳାନ୍ତି। ହେଲେ ସମସ୍ତଙ୍କ ପାଇଁ ତୁଳସୀ ଶୁଭ ନୁହେଁ। ହେଲେ ଏହି ବୃକ୍ଷକୁ ଲଗାଇବା ଏବଂ ପୂଜା କରିବାକୁ ନେଇ ଅନେକ ନିୟମ ରହିଛି।

-କେବେ ବି ଦକ୍ଷିଣ ଦିଗରେ ତୁଳସୀକୁ ରଖନ୍ତୁ ନାହିଁ। କାରଣ ଏହା ଅଶୁଭ ଫଳ ଦେଇଥାଏ। ତୁଳସୀକୁ ସର୍ବଦା ଉତ୍ତର ଦିଗରେ ଲଗାନ୍ତୁ, ଏହା ବୁଧଙ୍କ ଦିଗ ବୋଲି ମାନ୍ୟତା ରହିଛି।

-ତୁଳସୀକୁ ଭୂମିରେ ଲଗାଇବା ଉଚିତ ନୁହେଁ। ଏହାକୁ ସର୍ବଦା କୁଣ୍ଡରେ ଲଗାଇବା ଉଚିତ। ଭୂମିରେ ଲଗାଇବା ଦ୍ୱାରା ତୁଳସୀ ଅଶୁଭ ଫଳ ଦେଇଥାଏ। ଏହାର ପ୍ରଭାବ ଘରେ ଥିବା ସଦସ୍ୟଙ୍କ ସ୍ବାସ୍ଥ୍ୟ ଉପରେ ପଡ଼ିଥାଏ।

-ରବିବାର ତୁଳସୀର ପୂଜାର୍ଚ୍ଚନା କରିବା ଉଚିତ ନୁହେଁ। ଏପରିକି ଏହି ଦିନ ତୁଳସୀ ପତ୍ର ଛିଡ଼ାଇବା ଉଚିତ ନୁହେଁ। ବାକି ଦିନରେ ତୁଳସୀପତ୍ରକୁ ସୂର୍ଯ୍ୟାସ୍ତ ପରେ ଛିଣ୍ଡାଇବା ଅନୁଚିତ।

-ତୁଳସୀକୁ ସର୍ବଦା ଘରର ଅଗଣା, ମଧ୍ୟସ୍ଥଳ, ପୂର୍ବ ନଚେତ ଉତ୍ତର ଦିଗରେ ରଖିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri