Advertisement

ତୁଳସୀ ସମସ୍ତଙ୍କ ପାଇଁ ନୁହେଁ ଶୁଭ, ପୂଜା କରୁଥିଲେ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ..

ଅଧିକାଂଶ ହିନ୍ଦୁ ଧର୍ମାବଲମ୍ବୀଙ୍କ ଘରେ ତୁଳସୀ ରହିଥାଏ। ତୁଳସୀକୁ ଭଗବାନ କୃଷ୍ଣ ଅଧିକ ପସନ୍ଦ କରନ୍ତି। କିଛି ଲୋକ ସନ୍ଧ୍ୟାରେ ତୁଳସୀ ମୂଳରେ ଦୀପ ଜଳାନ୍ତି। ହେଲେ ସମସ୍ତଙ୍କ ପାଇଁ ତୁଳସୀ ଶୁଭ ନୁହେଁ। ହେଲେ ଏହି ବୃକ୍ଷକୁ ଲଗାଇବା ଏବଂ ପୂଜା କରିବାକୁ ନେଇ ଅନେକ ନିୟମ ରହିଛି।

-କେବେ ବି ଦକ୍ଷିଣ ଦିଗରେ ତୁଳସୀକୁ ରଖନ୍ତୁ ନାହିଁ। କାରଣ ଏହା ଅଶୁଭ ଫଳ ଦେଇଥାଏ। ତୁଳସୀକୁ ସର୍ବଦା ଉତ୍ତର ଦିଗରେ ଲଗାନ୍ତୁ, ଏହା ବୁଧଙ୍କ ଦିଗ ବୋଲି ମାନ୍ୟତା ରହିଛି।

-ତୁଳସୀକୁ ଭୂମିରେ ଲଗାଇବା ଉଚିତ ନୁହେଁ। ଏହାକୁ ସର୍ବଦା କୁଣ୍ଡରେ ଲଗାଇବା ଉଚିତ। ଭୂମିରେ ଲଗାଇବା ଦ୍ୱାରା ତୁଳସୀ ଅଶୁଭ ଫଳ ଦେଇଥାଏ। ଏହାର ପ୍ରଭାବ ଘରେ ଥିବା ସଦସ୍ୟଙ୍କ ସ୍ବାସ୍ଥ୍ୟ ଉପରେ ପଡ଼ିଥାଏ।

-ରବିବାର ତୁଳସୀର ପୂଜାର୍ଚ୍ଚନା କରିବା ଉଚିତ ନୁହେଁ। ଏପରିକି ଏହି ଦିନ ତୁଳସୀ ପତ୍ର ଛିଡ଼ାଇବା ଉଚିତ ନୁହେଁ। ବାକି ଦିନରେ ତୁଳସୀପତ୍ରକୁ ସୂର୍ଯ୍ୟାସ୍ତ ପରେ ଛିଣ୍ଡାଇବା ଅନୁଚିତ।

-ତୁଳସୀକୁ ସର୍ବଦା ଘରର ଅଗଣା, ମଧ୍ୟସ୍ଥଳ, ପୂର୍ବ ନଚେତ ଉତ୍ତର ଦିଗରେ ରଖିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କ ଘରେ ଅର୍ଥାଭାବ ଲାଗି ରହୁଛି କି? ଏଭଳି କଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା..

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ...

ଭେଜ୍‌ ମାଛ ତରକାରି

ଆବଶ୍ୟକ ସାମଗ୍ରୀ: ସୋୟାବିନ୍‌- ୧୦୦ଗ୍ରାମ୍‌, ବ୍ରେଡ- ୨ ଖଣ୍ଡ, କଞ୍ଚା କଦଳୀ- ଛୋଟ ୧ଟି ସିଝା, ଆଳୁ- ୪ଟି, ପିଆଜ- ୨ଟି ବଡ଼, ଅଦା- ଛୋଟ...

ଭାତ ବଳିଯାଇଥିଲେ ସେଥିରୁ ତିଆରି କରନ୍ତୁ ଏହି ସ୍ବାଦିଷ୍ଟ ଖାଦ୍ୟ

ଦୈନନ୍ଦିନ ଜୀବନରେ ସନ୍ଧ୍ୟା ସମୟରେ କିଛି ଜଳଖିଆ ଖାଇବାକୁ ସବୁ ପସନ୍ଦ କରିଥାନ୍ତି। ପ୍ରତିଦିନ ମହିଳା ମାନେ ରୋଷେଇ କରିବା ପରେ ବେଳେ ବେଳେ ଅଳ୍ପ...

କ୍ୟାନସର ଆଶଙ୍କା ହ୍ରାସ କରେ ପିଆଜ, ରସୁଣ

ପିଆଜ, ରସୁଣ ଏବଂ ପିଆଜ ପ୍ରଜାତିର ବିଭିନ୍ନ ପରିବା ସେବନ ଦ୍ୱାରା ଉଦର ଏବଂ ମଳାଶୟ କ୍ୟାନସର୍‌ ଆଶଙ୍କା ହ୍ରାସ ପାଇଥାଏ। ନିକଟରେ ହୋଇଥିବା ଏକ...

ମୁଣ୍ଡ ବିନ୍ଧୁଥିଲେ…

ମୁଣ୍ଡ ବିନ୍ଧିବା ପଛରେ କେତେକ କାରଣ ରହିଛି। ଗ୍ୟାଷ୍ଟ୍ରିକ୍‌ ସମସ୍ୟା ଥିଲେ ମୁଣ୍ଡ ବିନ୍ଧିଥାଏ। ଶରୀରରେ ଜଳୀୟ ଅଂଶ କମିଗଲେ ମୁଣ୍ଡ ବିନ୍ଧେ। ଥଣ୍ଡାଜନିତ ସମସ୍ୟା...

ଏସବୁ ସ୍ବାସ୍ଥ୍ୟ ସମସ୍ୟା ଦୂର କରେ ଜାମୁକୋଳି

ଜାମୁକୋଳି ଦେଖିବାକୁ ଯେତିକି ସୁନ୍ଦର ସେତିକି ସ୍ବାଦିଷ୍ଟ ମଧ୍ୟ। ଏହା ବର୍ତ୍ତମାନ ବଜାରରେ ପ୍ରଚୁର ପରିମାଣରେ ମିଳୁଛି। ଯାହାକି ସ୍ବାସ୍ଥ୍ୟ ପକ୍ଷେ ବହୁ ଉପକାରୀ। ଏଥିରେ...

ବୌଦ୍ଧିକ ବିକାଶ ପାଇଁ…

ବର୍ତ୍ତମାନ ଫାଷ୍ଟଫୁଡ୍‌ ଜାତୀୟ ଖାଦ୍ୟ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମସ୍ୟା ସହ ସ୍ମରଣ ଶକ୍ତିକୁ ମଧ୍ୟ ପ୍ରଭାବିତ କରୁଥିବା ଜଣାପଡ଼ିଛି। ତେଣୁ କେଉଁ ଖାଦ୍ୟ ଖାଇଲେ ବୌଦ୍ଧିକ...

କର୍ମଜୀବୀ ଓ ମେକ୍‌ଅପ

ଓ୍ବାର୍କିଂ ଓ୍ବମେନ ଅର୍ଥାତ୍‌ କର୍ମଜୀବୀ ମହିଳା ନିଜର ଦୈନନ୍ଦିନ କାମକୁ ନେଇ ଏତେ ବ୍ୟସ୍ତ ଯେ ନିଜ ସୌନ୍ଦର୍ଯ୍ୟକୁ ଚମକଦାର ରଖିବା ପାଇଁ ଆବଶ୍ୟକ ସମୟ ...

Advertisement
Archives

Model This Week