ତ୍ୱଚାର ସୁନ୍ଦରତା ବଢ଼ାଏ ତୁଳସୀ ପତ୍ର: ଜାଣନ୍ତୁ କେମିତି

ଖରା, ଝାଳ, ଧୂଳି, ଧୂଆଁ ଆଦି ପ୍ରଭାବରୁ ତ୍ୱଚାକୁ ସୁରକ୍ଷା ପ୍ରଦାନ କରିବା ସହ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି କରିବା ଲାଗି ତୁଳସୀ ଏକ ବରଦାନ ସଦୃଶ। ଜାଣନ୍ତୁ ଏହାର ଉପକାରିତା ଏବଂ ବ୍ୟବହାର ସମ୍ପର୍କରେ…

ଆଣ୍ଟିଅକ୍ସିଡାଣ୍ଟ ଭରପୂର ମାତ୍ରାରେ ରହିଛି, ଯାହା ଡ୍ୟାମେଜ୍‌ ସ୍କିନ୍‌କୁ ରିପେୟାର କରିବା ସହ ଏଜ୍‌ଲାଇନ୍‌ ଦୂର କରିବାରେ ସାହାଯ୍ୟ କରିଥାଏ। ଏହାର ଆଣ୍ଟିବ୍ୟାକ୍ଟେରିଆଲ୍‌ ଗୁଣ ତ୍ୱଚାକୁ ବ୍ୟାକ୍ଟେରିଆଲ୍‌ ଇନ୍‌ଫେକ୍ସନ, ବ୍ରଣ ଆଦି ସମସ୍ୟାରୁ ରକ୍ଷା କରିଥାଏ। ଏଥିରେ ଭିଟାମିନ୍‌ ସି ମାତ୍ରା ଅଧିକ ଥିବାରୁ ତ୍ୱଚାକୁ ଚମକପ୍ରଦ ରଖିଥାଏ।
ପତ୍ରକୁ ଗ୍ରାଇଣ୍ଡିଂ କରି ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏକ ଚାମଚ ଏହି ପେଷ୍ଟ ସହିତ ଏକ ଚାମଚ ଓଟ୍‌ମିଲ୍‌ ଏବଂ ଅଳ୍ପ କ୍ଷୀର ମିଶାଇ ସ୍କ୍ରବ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୫-୧୦ ମିନିଟ୍‌ ଧୀରେ ଧୀରେ ମସାଜ୍‌ କରନ୍ତୁ ଏବଂ ପାଣିରେ ମୁହଁ ଧୋଇ ଦିଅନ୍ତୁ। ସପ୍ତାହରେ ଥରେ କିମ୍ବା ଦୁଇ ଥର ଏପରି କଲେ ତ୍ୱଚାରେ ଜମିଥିବା ମଳି ସଫା ହେବ ଏବଂ ପୋର୍ସ ଖୋଳିଯିବ, ଯାହାଦ୍ୱାରା ବ୍ରଣ ସମସ୍ୟା ଦେଖାଦେବ ନାହିଁ।
ପତ୍ର ବଟା କିମ୍ବା ଏହାର ପାଉଡର ଦୁଇ ଚାମଚ ନିଅନ୍ତୁ। ସେଥିରେ ଏକ ଚାମଚ ମୁଲତାନି ମାଟି ଏବଂ ଅଧାଚାମଚ ଲେମ୍ବୁରସ ମିଶାନ୍ତୁ। ସେଥିରେ ଅଳ୍ପ ପାଣି ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁ ଏବଂ ବେକରେ ଲଗାଇ ୧୦ ମିନିଟ୍‌ ରଖିବା ପରେ ପାଣିରେ ଧୋଇ ଦିଅନ୍ତୁ। ଏହା ତ୍ୱଚାର ଟାନିଂ ସମସ୍ୟା କମାଇବା ସହ ଗ୍ଲୋ ବଢ଼ାଇବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ୱରରେ ଏହି ୪ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ; ମିଳିବ ପ୍ରଚୁର ଧନ, ନୂଆ ଚାକିରିର ଅଫର୍‌

ନଭେମ୍ୱର ମାସର ଆରମ୍ଭରେ ବୃହସ୍ପତି ସିଂହ ରାଶିରେ ବିରାଜମାନ ରହିବେ। ଏହା ସହିତ ଶୁକ୍ର ବକ୍ରୀ ହୋଇ କନ୍ୟା ରାଶିକୁ ଗୋଚର କରିବା ଏବଂ ବୁଧ ତୁଳା…

ସ୍ୱାତୀ ନକ୍ଷତ୍ରରେ ବୁଧଙ୍କ ଏଣ୍ଟ୍ରି: ନଭେମ୍ୱର ୩ରୁ ୫ ରାଶିରେ ଧନବର୍ଷା, ଚାକିରିରେ ବଡ଼ ପଦୋନ୍ନତି…

ବୁଧ ଗ୍ରହଙ୍କ ନକ୍ଷତ୍ର ଚଳନ ହେତୁ ବୃଷ, ମିଥୁନ, ସିଂହ, ତୁଳା ଏବଂ ଧନୁ ରାଶିର ବ୍ୟକ୍ତିବିଶେଷଙ୍କୁ ଲାଭ ମିଳିପାରେ। ଏହି ରାଶିର ଲୋକଙ୍କ ପାଇଁ କ୍ୟାରିୟର…

ଓଜନ କମାଇବ ଫ୍ରୁଟ୍‌ ଜୁସ୍‌

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। କାରଣ ଏଥିରେ ବିଭିନ୍ନ ପ୍ରକାର ଭିଟାମିନ ଭରି ରହିଛି। ଏହା ଶରୀରକୁ…

ଡ୍ରିପ୍ରେସନ୍‌ରୁ ହୋଇପାରେ ହାର୍ଟ ଆଟାକ୍‌

ଡିପ୍ରେସନ ବା ଅବସାଦ ଏଭଳି ଏକ ସମସ୍ୟା ଯାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଅତ୍ୟଧିକ କାମ ଚାପ, ପାରିପାର୍ଶ୍ୱିକ ପରିସ୍ଥତି ଆଦି ଏଥିପାଇଁ କେତେକାଂଶରେ…

ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନରୁ ଚମକିବ ୩ ରାଶିର ଭାଗ୍ୟ, ନଭେମ୍ବର ସୁଦ୍ଧା ବ୍ୟବସାୟରେ ପ୍ରବଳ ଲାଭ! ଜାଣନ୍ତୁ ସେହି ରାଶି କିଏ…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ୨୪ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାହୁଙ୍କ ନକ୍ଷତ୍ର ସୱାତୀରେ ପ୍ରବେଶ କରିଛନ୍ତି। ସୂର୍ଯ୍ୟ ଏହି ନକ୍ଷତ୍ରରେ ନଭେମ୍ବର ୬, ୨୦୨୬ ପର୍ଯ୍ୟନ୍ତ ଅବସ୍ଥାନ…

୬ ନଭେମ୍ୱର ଯାଏଁ ଚମକିବ ଭାଗ୍ୟ, ତ୍ରିଗ୍ରହୀ ଯୋଗରୁ ଏହି ୩ ରାଶିଙ୍କ ପ୍ରବଳ ଧନଲାଭ!

ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବା ତିନୋଟି ରାଶି ପାଇଁ ବେଶ ଭାଗ୍ୟଶାଳୀ ସାବ୍ୟସ୍ତ ହେବ। ନଭେମ୍ୱର ୬ ତାରିଖରେ ଶୁକ୍ର ଗ୍ରହ ତୁଳା ରାଶିରୁ କନ୍ୟା ରାଶିକୁ…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?