୨୬ ବର୍ଷରେ ତୁଳସୀ ନଗର ଗଜଲକ୍ଷ୍ମୀ ପୂଜା, ଆକର୍ଷଣ ସାଜିଛି ତ୍ୱରଣ ଆଲୋକା ମାଳା

ବଲାଙ୍ଗିର,୮। ୧୦ (ସୁନିଲ କୁମାର ମହାନ୍ତି) ବଲାଙ୍ଗିର ସହର ତୁଳସୀ ନଗର ଠାରେ ଧୁମ୍ ଧାମରେ ଆରମ୍ଭ ହୋଇଛି ମା ଲକ୍ଷ୍ମୀଙ୍କ ପୂଜା। ଚଳିତ ବର୍ଷ ୨୬ ବର୍ଷରେ ପଦାର୍ପଣ କରିଛି ତୁଳସିନଗରର ଗଜଲକ୍ଷ୍ମୀ ପୂଜା। ରବିବାର ଜଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ସୋମ‌ବାର ଯଥାରୀତି ପୂଜା ଆରମ୍ଭ ହୋଇ ଚକ୍ଷୁଦାନ ଓ ଜୀବନ୍ୟାସ ପରେ ମା’ ଧନଦାତ୍ରୀ ପୂଜା ପାଉଛନ୍ତି ପୂଜା ମଣ୍ଡପରେ । ପୂଜାରେ ପୂଜକ ଭାବେ ପଦ୍ମନାଭ ମିଶ୍ର , କର୍ତ୍ତା ଭାବରେ ସତ୍ୟ ନାରାୟଣ ମହାନ୍ତି ଓ ଧର୍ମପତ୍ନୀ ରଶ୍ମିତା ମହାନ୍ତି ଦାୟିତ୍ୱ ନିର୍ବାହ କରୁଛନ୍ତି। ପ୍ରତିଦିନ ସଂନ୍ଧ୍ୟାରେ ମାଙ୍କ ଠାରେ ଆଳତୀ ଦିଆଯାଉଛି। ସନ୍ଧ୍ୟା ଆଳତୀ ସମୟରେ ଶ୍ରାଦ୍ଧକୁଙ୍କ ଭିଡ଼ ଜମୁଛି l ଆକର୍ଷଣୀୟ ସାଜସଜ୍ଜା , ତ୍ଵରଣ ସହ ରଙ୍ଗୀନ ଆଲୋକ ମାଳାରେ ସମ୍ପୂର୍ଣ ସଜେଇ ହୋଇଛି ତୁଳସୀ ନଗର ପଡା l ବିଭିନ୍ନ ଦିବସରେ ଶ୍ରାଦ୍ଧକୁଙ୍କ ପାଇଁ କମିଟି ପକ୍ଷରୁ ଅନ୍ନ ପ୍ରସାଦ ପ୍ରଦାନ କରାଯାଉଥିବା ତୁଳସୀ ନଗର ଗଜଲକ୍ଷ୍ମୀ ପୂଜା କମିଟି ପକ୍ଷରୁ କୁହାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର

ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍‌ ବ୍ଲକର ଦୁର୍ଗମ ଅଞ୍ଚଳ…

୪ ସାଙ୍ଗ ମିଶି ଦୁଇ ବାଇକ୍‌ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା ୨ ଜୀବନ

ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍‌ରେ ଯାଉଥିବା ଦୁଇଜଣ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri