ତୁମେଶ୍ୱରଙ୍କୁ ମିଳିଲା ଭିନ୍ନକ୍ଷମ ଭତ୍ତା

କୋକସରା, ୧୮।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବନ୍ଧପଡାରେ ରହୁଥିବା ଅରକ୍ଷିତ ନାଏକଙ୍କ ମଝିଆ ପୁଅ ତୁମେଶ୍ୱର(୫)। ପାଞ୍ଚବର୍ଷର ହୋଇଥିଲେ ବି ସେ ଚଲାବୁଲା କରି ପାରୁ ନାହାନ୍ତି। ଖଟରେ ଦିନରାତି ଶୋଇ ରହିଛନ୍ତି। ଗରୀବ ମାବାପ ପୁଅର ଚିକିତ୍ସା କରାଇ ପାରୁ ନାହାନ୍ତି। ସ୍ଥାନୀୟ ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ଅଫିସ ଯାଏ ଜଣାଇଲେ ମଧ୍ୟ ତୁମେଶ୍ୱରଙ୍କୁ ଭିନ୍ନକ୍ଷମ ଭତ୍ତା ମିଳୁ ନ ଥିଲା। ଏ ନେଇ ଧରିତ୍ରୀ ଓ୍ବେବପୋର୍ଟାଲରେ ଖବର ପ୍ରସାରଣ ପରେ ବ୍ଲକ ପ୍ରଶାସନ ତତ୍ପରତା ପ୍ରକାଶିତ କରିଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ ବେହେରା ତୁମେଶ୍ୱରଙ୍କ ଆବଶ୍ୟକ କାଗଜ ପତ୍ର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଜରିଆରେ ସଂଗ୍ରହ କରି ଭିନ୍ନକ୍ଷମ ପ୍ରମାଣପତ୍ର ସହ ଭତ୍ତା ଯୋଜନାରେ ସାମିଲ କରିଛନ୍ତି । ଗୋତମୁଣ୍ଡା ସରପଞ୍ଚ ଜବାହାର ଗୋପାଳ ତୁମେଶ୍ୱରଙ୍କ ଘରକୁ ଯାଇ ୩ ମାସର ଭତ୍ତା ବାବଦ ୧୫ଶହ ଟଙ୍କା ସହ ତାର ଚିକିତ୍ସା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri