ତୁମେଶ୍ୱରଙ୍କୁ ମିଳିଲା ଭିନ୍ନକ୍ଷମ ଭତ୍ତା

କୋକସରା, ୧୮।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବନ୍ଧପଡାରେ ରହୁଥିବା ଅରକ୍ଷିତ ନାଏକଙ୍କ ମଝିଆ ପୁଅ ତୁମେଶ୍ୱର(୫)। ପାଞ୍ଚବର୍ଷର ହୋଇଥିଲେ ବି ସେ ଚଲାବୁଲା କରି ପାରୁ ନାହାନ୍ତି। ଖଟରେ ଦିନରାତି ଶୋଇ ରହିଛନ୍ତି। ଗରୀବ ମାବାପ ପୁଅର ଚିକିତ୍ସା କରାଇ ପାରୁ ନାହାନ୍ତି। ସ୍ଥାନୀୟ ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ଅଫିସ ଯାଏ ଜଣାଇଲେ ମଧ୍ୟ ତୁମେଶ୍ୱରଙ୍କୁ ଭିନ୍ନକ୍ଷମ ଭତ୍ତା ମିଳୁ ନ ଥିଲା। ଏ ନେଇ ଧରିତ୍ରୀ ଓ୍ବେବପୋର୍ଟାଲରେ ଖବର ପ୍ରସାରଣ ପରେ ବ୍ଲକ ପ୍ରଶାସନ ତତ୍ପରତା ପ୍ରକାଶିତ କରିଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ ବେହେରା ତୁମେଶ୍ୱରଙ୍କ ଆବଶ୍ୟକ କାଗଜ ପତ୍ର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଜରିଆରେ ସଂଗ୍ରହ କରି ଭିନ୍ନକ୍ଷମ ପ୍ରମାଣପତ୍ର ସହ ଭତ୍ତା ଯୋଜନାରେ ସାମିଲ କରିଛନ୍ତି । ଗୋତମୁଣ୍ଡା ସରପଞ୍ଚ ଜବାହାର ଗୋପାଳ ତୁମେଶ୍ୱରଙ୍କ ଘରକୁ ଯାଇ ୩ ମାସର ଭତ୍ତା ବାବଦ ୧୫ଶହ ଟଙ୍କା ସହ ତାର ଚିକିତ୍ସା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri