ସାହୁ ସମାଜର ସଭାପତି ହେଲେ ତୁମେଶ୍ୱର, ମୁରଲୀଧର ସମ୍ପାଦକ

କର୍ଲାମୁଣ୍ଡା,୭ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଇଁଲାପାଲି ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ମ.ରାମପୁର ବ୍ଲକ ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ବ୍ଲକ ସ୍ତରୀୟ ନିର୍ବାଚନ ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାର ସଭାପତି ନୀଳମଣି ସାହୁଙ୍କ ସଭାପତତତ୍ୱରେ ବ୍ଲକ କମିଟି ଗଠନ କରାଯାଇଥିଲା। ଏଥିରେ ବ୍ଲକ ସଭାପତି ଭାବେ ତୁମେଶ୍ୱର ସାହୁ,ସାଧାରଣ ସମ୍ପାଦକ ମୁରଲୀଧର ସାହୁ, ଉପସଭାପତି ନରସିଂହ ସାହୁ, ସହ ସମ୍ପାଦକ କ୍ଷୀର ସାହୁ ଓ ଈଶ୍ୱର ସାହୁ, କୋଷାଧ୍ୟକ୍ଷ ଟିକେଶ୍ୱର ସାହୁ ପ୍ରମୁଖ ଚୟନ ହୋଇଥିଲେ। ସଭାରେ ଜିଲା ସମ୍ପାଦକ ନବୀନ କିଶୋର ସାହୁ ଙ୍କ ସମେତ ଜିଲା କମିଟି, ବ୍ଲକ୍‌ କମିଟି, ମଣ୍ଡଳ କମିଟି, ଗାଁ କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ସେବା ସଙ୍କଳ୍ପ ଅଭିଯାନ: ୪୬ ୟୁନିଟ୍‌ ରକ୍ତ ସଂଗ୍ରହ

କର୍ଲାମୁଣ୍ଡା, ୫।୧୦ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର କର୍ଲାମୁଣ୍ଡା ଭାଜପା ପକ୍ଷରୁ…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?