ତୁନିଶାଙ୍କ ଏକ୍ସ ବୟଫ୍ରେଣ୍ଡ ସିଜାନ ମହମ୍ମଦ ଗିରଫ

ମୁମ୍ବାଇ,୨୫ ।୧୨: ଟେଲିଭିଜନ ଦୁନିଆର ଜଣେ ପରିଚିତ କଳାକାର ତୁନିଶା ଶର୍ମାଙ୍କର ମୃତ୍ୟୁ ଖବର ସମସ୍ତଙ୍କୁ ଚମକାଇ ଦେଇଛି । ଶନିବାର ତୁନିଶାଙ୍କ ମୃତଦେହ ଶୁଟିଂ ସେଟରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା । କୁହାଯାଉଛି କି ଡିପ୍ରେସନ କାରଣରୁ ତୁନିଶା ଆତ୍ମହତ୍ୟା କରିଛନ୍ତି । ଏବେ ଏହି ମାମଲାରେ ମୁମ୍ବାଇ ପୋଲିସ ତୁନିଶାଙ୍କ ଏକ୍ସ ବୟଫ୍ରେଣ୍ଡ ତଥା ଅଲିବାବା ଦାସତାନ ଏ କାବୁଲ ଅଲି ସିରିଏଲର କୋଷ୍ଟାର ସିଜାନ ମହମ୍ମଦ ଖାଁକୁ ଗିରଫ କରିଛି । କେବଳ ସେତିକି ନୁହେଁ ସିଜାନଙ୍କ ବିରୋଧରେ ଅଭିନେତ୍ରୀଙ୍କୁ ସୁଇସାଇଡ ପାଇଁ ଉସକାଇବା ମାମଲା ସମ୍ପର୍କିତ ଏଫଆଇଆର ଦାଖଲ କରାଯାଇଛି ।
ସୂଚନାଯୋଗ୍ୟ, ଛୋଟ ପରଦାର ଅଭିନେତ୍ରୀ ତୁନିଶା ତାଙ୍କ କୋ ଷ୍ଟାର ସିଜାନଙ୍କ ସହ ରିଲେସନଶିପରେ ଥିଲେ । ହେଲେ ନିକଟରେ ଉଭୟଙ୍କ ମଧ୍ୟରେ ବ୍ରେକଅପ ହୋଇଯାଇଥିଲା । ଯେଉଁଥିପାଇଁ ତୁନିଶା ଖୁବ୍ ଚିନ୍ତିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri