ତୁନିଶା ଆତ୍ମହତ୍ୟା ମାମଲାରେ ମୁହଁ ଖୋଲିଲେ ଶିଜାନଙ୍କ ଭଉଣୀ

ମୁମ୍ବାଇ: ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲାକୁ ନେଇ ମୁହଁ ଖୋଲିଛନ୍ତି ଅଭିନେତା ତଥା ତୁନିଶାଙ୍କ ଏକ୍ସ ବୟଫ୍ରେଣ୍ଡ ଶିଜାନଙ୍କ ଭଉଣୀ ପଲକ ନାଜ୍‌। ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଲେଖିଛନ୍ତି, ‘ଏହା ଆମ ହୃଦୟକୁ ଭାଙ୍ଗି ଦେଇଛି, ଆମର ନୀରବତା ଆମ ପାଇଁ କିପରି ଭୁଲ୍‌ ହୋଇଛି। ବୋଧହୁଏ ଏହାକୁ ‘ଘୋର କଳିଯୁଗ’ କୁହାଯାଏ।

କିଛି ରିପୋର୍ଟ କରିବା ପୂର୍ବରୁ ମିଡିଆ ପୋର୍ଟାଲଗୁଡ଼ିକର ଅନୁସନ୍ଧାନ କରିବା ଦରକାର ବୋଲି ସେ କହିଛନ୍ତି। ଗଣମାଧ୍ୟମ କେବଳ ଟିଆରପି ଆଧାରରେ ସତ ମିଛ ନ ଜାଣି ଶିଜାନଙ୍କୁ ବଦନାମ କରୁଛନ୍ତି। ଯାହା ଆମକୁ ଅତ୍ୟନ୍ତ କଷ୍ଟ ଦେଉଛି।

ସେ କହିଛନ୍ତି, ‘ଆମେ ଏହା ମଧ୍ୟ ଲକ୍ଷ୍ୟ କରିଛୁ ଯେ, ଜନସାଧାରଣଙ୍କ ସହ ଅନେକ ମିଡିଆ ପୋର୍ଟାଲ ମଧ୍ୟ ଅଛନ୍ତି। ଯେଉଁମାନେ ଏହି ମିଥ୍ୟା କାହାଣୀ ରଚିଛନ୍ତି। କିଛି ଲୋକ ଧର୍ମକୁ ମଧ୍ୟ ଏହି ପ୍ରସଙ୍ଗକୁ ଟାଣି ନେଇଥିଲେ। ଆଉ କିଛି ଲୋକ ଅଛନ୍ତି, ଜଣଙ୍କୁ ବଦନାମ କରିବା ପାଇଁ କିଛି ବି କରି ପାରନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଭଗବାନ ତୁନିଶାଙ୍କୁ ଆଶୀର୍ବାଦ କରନ୍ତୁ, ଆଶା କରୁଛି ସେ ବର୍ତ୍ତମାନ ଯେଉଁଠି ଅଛନ୍ତି, ଭଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri