ଆଜି ହେବ ତୁନିଶାଙ୍କ ଅନ୍ତିମ ସଂସ୍କାର

ମୁମ୍ବାଇ: ଅଭିନେତ୍ରୀ ତୁନିଶା ଶର୍ମା ମାତ୍ର ୨୦ ବର୍ଷ ବୟସରେ ଆତ୍ମହତ୍ୟା କରିଛନ୍ତି। ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯିବ। ତୁନିଶା ଅଲି ବାବା: ଦସ୍ତାନ-ଇ-କାବୁଲ’ର ସେଟରେ ୨୪ ଡିସେମ୍ବରରେ ଆତ୍ମହତ୍ୟା କରି୍‌ଥିଲେ। ତେବେ ତାଙ୍କ ପୂର୍ବତନ ବୟଫ୍ରେଣ୍ଡଙ୍କ ସହ ବ୍ରେକ୍‌ଅପ କାରଣରୁ ସେ ସୁଇସାଇଡ୍‌ କରିଥିବା କୁହାଯାଉଛି। ତେବେ ତୁନିଶାଙ୍କ ଅନ୍ତିମ ସଂସ୍କାର ୨୫ ଡିସେମ୍ବରରେ କରାଯାଇଥାନ୍ତା ହେଲେ ଅଭିନେତ୍ରୀଙ୍କ ମାଉସୀ ମୁମ୍ବାଇରେ ପହଞ୍ଚି ନ ଥିଲେ। ଆଜି ତାଙ୍କ ମାଉସୀ ମୁମ୍ବାଇରେ ପହଞ୍ଚିବା ପରେ ଅପରାହ୍ନ ୩ଟାରେ ମୀରା ରୋଡରେ ଅନ୍ତିମ ସଂସ୍କାର କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଲି ଶାଢ଼ୀରେ ମରାଠୀ ଲୁକ୍‌ରେ ନଜର ଆସିଲେ ଫାତିମା

ମୁମ୍ବାଇ: ୨୦୧୬ରେ ଫୋଗାଟ ଭଉଣୀଙ୍କ ଉପରେ ତିଆରି ହୋଇଥିବା ଆମିର ଖାଁଙ୍କ ସୁପରହିଟ୍‌ ଫିଲ୍ମ ‘ଦବଙ୍ଗ’ରେ ଗୀତା ଫୋଗାଟ ଚରିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ଫାତିମା...

ରିଲେଶନସିପ୍‌କୁ ନେଇ ଏଭଳି କହିଲେ କିଆରା

ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସମ୍ପର୍କ କଥା ତ ସବୁ ଜାଣିଥିବେ। ନିକଟରେ ଦୁହିଁଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଚାଲିଛି। ଶୁଣାଯାଉଛି...

କଟ୍ରିନାଙ୍କ ଏହି ସବୁ ଫଟୋ ପାଇଁ ପାଗଳ ପ୍ରଶଂସକ

କଟ୍ରିନା କୈଫ୍‌ ତାଙ୍କର ଫିଗର ପାଇଁ ବଲିଉଡରେ ଜଣାଶୁଣା। ସେ ୱାର୍କଆଉଟ ଏବଂ ଜିମରୁ ପାଇଥିବା ଏହି ଫିଗରକୁ ହାତଛଡା କରିବାକୁ ଚାହାନ୍ତି ନାହିଁ।। ସେଥିପାଇଁ,...

ହ୍ରିତିକ୍‌ଙ୍କ ଲୁକ୍‌ ଦେଖି ଫିଦା ହେଲେ କ୍ୟାଟ୍ରିନା,ଫଟୋ ଶେୟାର କରି ଲେଖିଲେ…

ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ ଲୁକ୍‌ ଏବଂ ଅଭିନୟକୁ ନେଇ ଚର୍ଚ୍ଚାରେ ଥାନ୍ତି। ନିକଟରେ ଅଭିନେତା ବିକି କୌଶଲଙ୍କ ସହ ତାଙ୍କ ବିବାହ ହୋଇଥିଲା। ହେଲେ...

କାହାକୁ ଡରନ୍ତି ଆଲିୟା

ମଣିଷ ମାତ୍ରକେ ମନରେ ଭୟ ରହିବା ସ୍ବାଭାବିକ। କେହି କେହି ଗୋଟିଏ ଜିନିଷକୁ ଭାରି ଭୟ କରନ୍ତି। ଠିକ୍‌ ସେମିତି ଆଲିୟା। ତାଙ୍କୁ ସବୁ କଥା...

ବାରାଣସୀରେ ଛୁଟି ମନାଉଛନ୍ତି ଜାହ୍ନବୀ

ଅଭିନେତ୍ରୀ ଜାହ୍ନବୀ କପୁର ଏବେ ବାରାଣସୀରେ ଛୁଟି ମନାଉଛନ୍ତି। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତାଙ୍କର ଜଣେ ବାନ୍ଧବୀଙ୍କ ସହ...

କରୋନାକୁ ଡରିଲେ ‘ବାହୁବଳୀ’: ଆଇସୋଲେଶନରେ ୧୪ ଦିନ

ମୁମ୍ବାଇ: କରୋନା ଭୟ ଏବେ ସମସ୍ତଙ୍କୁ। ସାରା ବିଶ୍ୱରେ ଏହା କାୟା ବିସ୍ତାର କରି ସାରିଥିବା ବେଳେ ଭାରତରେ ବି କରୋନା ତା’ର ଉପସ୍ଥିତି ଜାହିର...

ବାପାଙ୍କ ଏହି ଶେଷ କଥା ଶୁଣି କାନ୍ଦିପକାଇ ଥିଲେ ରାଖୀ ସାୱନ୍ତ: ଡ୍ରାମା କୁଇନ୍‌ ଖୋଲିଲେ ଗୁମର

ବଲିଉଡର ଡ୍ରାମା କୁଇନ୍‌ ଭାବରେ ଜଣାଶୁଣା ଅଭିନେତ୍ରୀ ରାଖୀ ସାୱନ୍ତ ତାଙ୍କ କଥାପାଇଁ ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି। ବର୍ତ୍ତମାନ ସେ ସଲମାନ ଖାନ୍‌ଙ୍କ ରିଆଲିଟି ଶୋ...

Advertisement
Archives

Model This Week