ଆଜିଠୁ ବାଲିଯାତ୍ରା: ଟନେଲ ଆକ୍ୱାରିୟମ ଟିକେଟ ୧୫୦ ଟଙ୍କା

କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ପ୍ରତିବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରାଯାଉଛି। ଚଳିତବର୍ଷ ବାଲିଯାତ୍ରାରେ ଲୋକମାନେ ଟନେଲ ଆକ୍ୱାରିୟମରେ ମଜା ଉଠାଇପାରିବେ। ପ୍ରଥମଥର ପାଇଁ ଏହି ଆକ୍ୱାରିୟମ ବାଲିଯାତ୍ରାକୁ ଆସିବ, ଯାହାର ଲମ୍ବ ୨୫୦ ଫୁଟ୍‌ ରହିଥିବାବେଳେ ଓସାର ୬୦ ଫୁଟ ରହିଛି। ଲୋକମାନେ ଆକ୍ୱାରିୟମ ମଧ୍ୟରେ ପ୍ରବେଶ କରି ବିଭିନ୍ନ ପ୍ରଜାତିର ମାଛ ବୁଲି ଦେଖିପାରିବେ। ପ୍ରାୟ ୫ଶହ ପ୍ରଜାତିର ୨ହଜାରରୁ ଅଧିକ ମାଛ ଦେଖିବା ସହ ଫଟୋ ଉଠାଇପାରିବେ। ଜଣକ ପ୍ରତି ଟିକେଟ ମୂଲ୍ୟ ୧୫୦ ଟଙ୍କା ରହିଛି। ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନରେ ଟିକେଟ ଉପଲବ୍ଧ ହେବ। ଯେଉଁମାନେ ଅନ୍‌ଲାଇନ୍‌ରେ ଟିକେଟ୍‌ କରିଥିବେ, ସେମାନଙ୍କ ପାଇଁ ସ୍ବତନ୍ତ୍ର ସୁବିଧା ରହିଥିବା ଆୟୋଜକ ସଂସ୍ଥା ପକ୍ଷରୁ କୁହାଯାଇଛି। ଏହି ଆକ୍ୱାରିୟମ ଆନୁମାନିକ ମୂଲ୍ୟ ୪.୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବାବେଳେ ଏଥିରେ ସାର୍କ, ଗୁରାମି ଭଳି ମାଛ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri