Posted inଜାତୀୟ

ସାମ୍ବା ସେକ୍ଟର ନିକଟରେ ଠାବ ହେଲା ସୁଡଙ୍ଗ

ନୂଆଦିଲ୍ଲୀ,୨୨।୧୧-ଜମ୍ମୁ-କଶ୍ମୀର ସ୍ଥିତ ସାମ୍ବା ସେକ୍ଟର ନିକଟ ଅନ୍ତର୍ଜାତୀୟ ସମୀରେ ରବିବାର ଯବାନମାନେ ଏକ ସୁଡଙ୍ଗ ଠାବ କରିଛନ୍ତି। ଗତ ଗୁରୁବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଗୋଷ୍ଠୀର ୪ ଜଣ ସଦସ୍ୟ ଏହି ସୁଡଙ୍ଗ ଦେଇ ଭାରତରେ ପ୍ରବେଶ କରିଥିବା ସନ୍ଦେହ କରାଯାଉଛି। ଏକ ଚାଉଳ ବୋଝେଇ ଟ୍ରକରେ ବସି ଉକ୍ତ ୪ ଆତଙ୍କୀ କଶ୍ମୀର ଅଭିମୁଖେ ଯାଉଥିବାବେଳେ ରାଜପଥରେ ଥିବା ଟୋଲପ୍ଲାଜାରେ ଟ୍ରକକୁ ସୁରକ୍ଷାକର୍ମୀ ଅଟକାଇଥିଲେ। ସେହି ସମୟରେ ଅଚାନକ ଆତଙ୍କୀମାନେ ଗୁଳି ଚାଳନା କରିଥିଲେ। ପରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୪ ଆତଙ୍କୀ ନିହତ ହୋଇଥିଲେ। ପରେ ଟ୍ରକରୁ ୧୧ଟି ଏ.କେ-୪୭ ବନ୍ଧୁକ, ୩ଟି ପିସ୍ତଲ, ୨୯ଟି ଗ୍ରେନେଡ ସମେତ ବିସ୍ପୋରକ ସାମଗ୍ରୀ ଜବତ କରାଯାଇଥିଲା।
ପୋଲିସ କହିଛି, ନଭେମ୍ବର ୨୮ ରୁ ଆଠଟି ପର୍ଯ୍ୟାୟରେ ହେବାକୁ ଥିବା ଜିଲା ବିକାଶ ପରିଷଦ ମତଦାନକୁ ଭଣ୍ଡୁର କରିବା ପାଇଁ ଆତଙ୍କବାଦୀମାନେ ଏକ ବଡ ଯୋଜନା କାର୍ଯ୍ୟକାରୀ କରିବାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’

ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍‌ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର...

ଆଉ ମାସେ ବଢିବ ଲକ୍‌ଡାଉନ!

ନୂଆଦିଲ୍ଲୀ,୨୭।୪: କରୋନା ଭାଇରସ ସଂକ୍ରମଣ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉ ମାତ୍ର ୬ ଦିନ ବାକି ରହିଛି। ଇତିମଧ୍ୟରେ...

ଭିଜା ପାଇଁ ଯୌନ ଅନୁଗ୍ରହ ଦାବି

ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଉଚ୍ଚାୟୁକ୍ତ ଅଫିସ୍‌ର କର୍ମଚାରୀ ଜଣେ ଭାରତୀୟ ମହିଳାଙ୍କୁ ଭିଜା ପ୍ରଦାନ ବଦଳରେ ଯୌନ ଅନୁଗ୍ରହ ଦାବି କରିଥିଲେ। ସମ୍ପୃକ୍ତ ମହିଳା ଜଣକ ଗୁରୁବାର...

ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୫୮୪...

ଡାକ୍ତର କରିଥିଲେ ମୃତ ଘୋଷଣା, ବ୍ୟବଚ୍ଛେଦ ପୂର୍ବରୁ ଘଟିଲା ଏମିତି

ଲକ୍ଷ୍ନୌ,୨୦ା୧୧: ଉତ୍ତରପ୍ରଦେଶର ମୁରଦାବାଦରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏକ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର...

ବନ୍ୟାଞ୍ଚଳ ଗସ୍ତ କରିବାକୁ କଂଗ୍ରେସ କର୍ମୀଙ୍କୁ କହିଲେ ରାହୁଲ

ନୂଆଦିଲ୍ଲୀ,୧୬।୭: ଦେଶର ବିଭିନ୍ନ ଭାଗରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ନେଇଥିବା ବେଳେ ଏପର୍ଯ୍ୟନ୍ତ ଏଥିରେ ପ୍ରାୟ ୫୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ବନ୍ୟାରେ...

ପରଦାକୁ ଆସିଲା ମୋଦିଙ୍କ ବାୟୋପିକ

ମୁମ୍ବାଇ,୨୪।୫: ବହୁ ବାଦ ବିବାଦ ପରେ ଶୁକ୍ରବାର ପରଦାରେ ରିଲିଜ୍‌ ହୋଇଛି ମୋଦିଙ୍କ ବାୟୋପିକ ‘ପିଏମ୍‌ ମୋଦି’। ଏହି ଫିଲ୍ମକୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଥିବା...

ମେହେବୁବାଙ୍କ ତ୍ରିରଙ୍ଗା ବୟାନକୁ ନେଇ ବର୍ଷିଲେ ସଞ୍ଜୟ

ମୁମ୍ବାଇ,୨୮ ।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ତ୍ରିରଙ୍ଗାକୁ ନେଇ ଦେଇଥିବା ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ଶିବସେନା ପ୍ରବକ୍ତା...

Advertisement
Archives

Model This Week