ପୁଣିଥରେ ୭.୮ ତୀବ୍ରତାର ଭୂକମ୍ପରେ ଥରିଲା ତୁର୍କି

ଅଙ୍କାରା,୬ ।୨: ପଶ୍ଚିମ ଏସିଆର କିଛି ଦେଶ ବିନାଶକାରୀ ଭୂକମ୍ପରେ ସୋମବାର ସକାଳେ ଥରି ଉଠିଛି । ତୁର୍କି ସମେତ ଚାରି ଦେଶ ଲେବାନନ, ସିରିଆ ଓ ଇସ୍ରାଏଲରେ ସୋମବାର ଆସିଥିବା ଭୂକମ୍ପ ସମଗ୍ର ଦେଶକୁ ଏକ ପ୍ରକାର ଥରାଇ ଦେଇଛି । ସକାଳେ ଆସିଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ଥିଲା । ୟୁନାଇଟେଡ ଷ୍ଟେଟସ୍ ଜିଓଲଜିକାଲ ସର୍ଭେ(ୟୁଏସଜିଏସ) ଅନୁଯାୟୀ, ଭୂକମ୍ପ ପରେ ଆପ୍ଟର ସକ୍ସ ରେକର୍ଡ କରାଯାଇଛି ।
ଏବେ କୁହାଯାଇଛି କି ସୋମବାର ଦ୍ୱିପ୍ରହରରେ ପୁଣିଥରେ ଥରି ଉଠିଛି ତୁର୍କି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ବି ୭.୮ ରହିଥିଲା । ଏହି ଭୂକମ୍ପ ଦ୍ୱାରା ଆସିଥିବା ୭ଟି ଝଟକାର ତୀବ୍ରତା ୫ରୁ ଅଧିକ ରହିଥିବା କୁହାଯାଉଛି । ପ୍ରଥମେ ଆସିଥିବା ଭୂକମ୍ପରେ ଶହ ଶହ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ହଜାରରୁ ଅଧିକ ଆହତ ହୋଇଥିବା କୁହାଯାଉଛି । ଏହାସହ ବଡ ବଡ କୋଠା ଓ ଆପାର୍ଟମେଣ୍ଟ ଧୂଳିସାତ୍ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri