ତୁର୍କୀ ରାଷ୍ଟ୍ରପତିଙ୍କ ପାଇଁ ବଡ ଚ୍ୟାଲେଞ୍ଜ, ଶେଷ ହୋଇପାରେ ଦୁଇ ଦଶକର ଶାସନ

ଅଙ୍କାରା,୧୪।୫: ତୁର୍କୀର ରାଷ୍ଟ୍ରପତି ରେସେପ ତୈୟପ ଏର୍ଦୋଗନଙ୍କ ପାଇଁ ରବିବାର ହେବାକୁ ଯାଉଥିବା ରାଷ୍ଟ୍ରପତି ଓ ସଂସଦୀୟ ନିର୍ବାଚନ ଖୁବ୍‌ ଚ୍ୟାଲେଞ୍ଜିଂ ହେବ ବୋଲି କୁହାଯାଉଛି। ଏହି ଚ୍ୟାଲେଞ୍ଜ ତାଙ୍କ ଦୁଇ ଦଶକର ଶାସନକୁ ଶେଷ ବି ଶେଷ କରିଦେଇପାରେ।
ତୁର୍କୀରେ କରାଯାଇଥିବା ସର୍ଭେ ଅନୁଯାୟୀ, ଏର୍ଦୋଗନ ବିରୋଧୀ ଦଳର ମୁଖ୍ୟ ପ୍ରାର୍ଥୀ କେମଲ କିଲିକଦାରେଗ୍ଲୁଙ୍କଠାରୁ ପଛରେ ଚାଲିଛନ୍ତି। ଏହି ର୍ନିବାଚନରେ ଯଦି କୌଣସି ପ୍ରାର୍ଥୀ ୫୦ପ୍ରତିଶତରୁ କମ ଭୋଟ ପାଆନ୍ତି, ତେବେ ମେ ୨୮ ରେ ରନ ଅଫ ହେବ।

ଚଳିତବର୍ଷ ଫେବୃୟାରୀ ୬ରେ ତୁର୍କୀରେ ହୋଇଥିବା ଭୂକମ୍ପରେ ୫୦,୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା। ଏହି ସଙ୍କଟ ପରେ ତିନି ମାସ ପରେ ତୁର୍କୀରେ ର୍ନିବାଚନ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ, ଏର୍ଦୋଗନଙ୍କ ପାଇଁ ନିର୍ବାଚନ ଯେମିତି ଏକ ଚ୍ୟାଲେଞ୍ଜ ହୋଇଯାଇଛି । ରାଷ୍ଟ୍ରପତି ର୍ନିବାଚନର ଗୋଟିଏ ଦିନ ପୂର୍ବରୁ ଶନିବାର ଦିନ ଏର୍ଦୋଗନ ତାଙ୍କର ଶେଷ ର୍ନିବାଚନ ରାଲି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍‌ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ…

ଆସୁଛି ସବୁଠାରୁ ବଡ଼ ସଙ୍କଟ! ନୂଆ ଭବିଷ୍ୟବାଣୀକୁ ନେଇ ଥରହର ବିଶ୍ୱ

ବ୍ରାସିଲିଆ,୩।୮: ନିଜକୁ “ଜୀବନ୍ତ ନୋଷ୍ଟ୍ରାଡାମସ” କହୁଥିବା ୩୯ ବର୍ଷୀୟ ବ୍ରାଜିଲର ପାରାଲୋଜିଷ୍ଟ ଆଥୋସ ସାଲୋମ ଏକ ବଡ଼ ଦାବି କରିଛନ୍ତି। ତାଙ୍କ କହିବା ଅନୁଯାୟୀ, ୨୦୨୬ ପାଇଁ…

ଲିଭ୍-ଇନ୍ ପାର୍ଟନରଙ୍କୁ ମଧ୍ୟ ମିଳିବ ପତ୍ନୀଙ୍କ ଭଳି ଅଧିକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୮: ଲିଭ୍-ଇନରେ ରହୁଥିବା ପାର୍ଟନରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଲିଭ୍-ଇନ୍ ସମ୍ପର୍କରେ ଥିବା ବ୍ୟକ୍ତି ନିଜ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri