ତୁର୍କି ଜଙ୍ଗଲରେ ନିଆଁ: ୩ ମୃତ ୫୮ ଆହତ

ଅଙ୍କାରା,୩୧ ।୭: ଦକ୍ଷିଣ ତୁର୍କିର ଜଙ୍ଗଲରେ ନିଆଁ ଲାଗିବା ଫଳରେ ୩ ଜଣଙ୍କ ମଅତ୍ୟୁ ହେବା ସହ ଅତିକମରେ ୫୮ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାକାର କୃଷି ଓ ଜଙ୍ଗଲ ମନ୍ତ୍ରୀ ବେକିର ପେକଡେମିରଲି କହିଛନ୍ତି ବୁଧବାର ଅନ୍ତଲୟା ଅଞ୍ଚଳର ଭୂମଧ୍ୟ ସାଗରୀୟ ଉପକୂଳ ସହର ମାନୱଗାତ ନିକଟ ଏକ ଜଙ୍ଗଲରେ ନିଆଁ ଲାଗି ଯାଇଥିଲା । ବହୁ ସମୟର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯଇଥିଲା । ଗୁରୁବାର ପୁଣିଥରେ ଆଉ ଏକ ସ୍ଥାନରେ ନିଆଁ ଲାଗି ଯାଇଥିଲା । ଏହି ନିଆଁ ଅକସୋକି ଜିଲାକୁ ତା’ କବଳକୁ ନେଇ ଯାଇଥିଲା । ଏହି ୨ଟି ଘଟଣାରେ ଅତିକମରେ ୫୮ ଜଣ ଲୋକ ଆହତ ହାଇଥିବା କୁହାଯାଉଛି । ନିଆଁ ଲାଗିବା କାରଣରୁ ୨୦ଟି ଗାଁକୁ ଖାଲି କରାଯାଇଛି । ସେହିପରି ଅକେସେକି ନିକଟରେ ଏକ ରେସ୍ତୋରାଁରେ ଫସି ରହିଥିବା ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି । ଅନ୍ତାଲୟା ଏକ ପର୍ଯ୍ୟଟନ ସ୍ଥଳ ହୋଇଥିବା ବେଳେ ଏଠାରେ ଥିବା ରେସ୍ତୋରାଁ କିନ୍ତୁ ନିଆଁରେ ଏତେ କ୍ଷତିଗ୍ରସ୍ତ ହୋଇ ନ ଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri