ତୁର୍କି-ଇରାନ ସୀମାରେ ଆଫଗାନ ଶରଣାର୍ଥୀଙ୍କୁ ଅଟକାଇବା ପାଇଁ ନିର୍ମାଣ ହୋଇଛି ସୁଉଚ୍ଚ ପ୍ରାଚୀର

ତୁର୍କି,୧୭ ।୮: ଆଫାଗାନୀସ୍ତାନ ଉପରେ ତାଲିବାନ କବଜା କରିବା ପରେ ଲକ୍ଷ ଲକ୍ଷ ଲୋକ ଦେଶ ଛାଡି ପଳାୟନ କରୁଥିବା ଦେଖାଯାଇଛି । ହେଲେ ତୁର୍କି ଆଫଗାନ ଶରଣାର୍ଥୀଙ୍କ ପ୍ରବେଶକୁ ନେଇ ଚିନ୍ତାରେ ପଡିଯାଇଛି । ସେଥିପାଇଁ ତୁର୍କି ଇରାନକୁ ଲାଗିରହିଥିବା ସୀମାରେ ସୁଉଚ୍ଚ ପ୍ରାଚୀର ନିର୍ମାଣ କରିଛି । ତୁର୍କୀ ଏହି ସୀମାରେ ୨୯୫ କିଲୋମିଟର ପର୍ଯ୍ୟନ୍ତ ପ୍ରାଚୀର ନିର୍ମାଣ କରିବାର ଯୋଜନା ରଖିଛି । ଏବେ ଆଉ ମାତ୍ର ୫ କିଲୋମିଟର ନିର୍ମାଣ କାର୍ଯ୍ୟ ବାକି ରହିଛି । ସୂଚନାଯୋଗ୍ୟ, ଏହାର ବହୁ ପୂର୍ବରୁ ତୁର୍କିରେ ହଜାର ହଜାର ସିରିଆ ଶରଣାର୍ଥୀ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri