୨୪ ବର୍ଷ ଧରି ଭୂକମ୍ପ ଟିକସ ଆଦାୟ କରୁଛନ୍ତି ତୁର୍କୀ ସରକାର, ଏବେ ଲୋକେ ମାଗିଲେ ୪.୬ ବିଲିୟନ ଡଲାରର ହିସାବ…

ଇସ୍ତାନବୁଲ,୯।୨ : ତୁର୍କୀ ଏବଂ ସିରିଆରେ ହୋଇଥିବା ଭୟଙ୍କର ଭୂକମ୍ପରେ ମୃତ୍ୟୁସଂଖ୍ୟା ୧୫ ହଜାର ଅତିକ୍ରମ କରିଛି। ଏଥି ସହିତ ଆହତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ଛୁଇଁଛି। ଘରୋଇ ଏବଂ ବିଦେଶୀ ରିଲିଫ କର୍ମଚାରୀମାନେ ଉଭୟ ଦେଶର ଭୂକମ୍ପ ପ୍ରଭାବିତ ଅଞ୍ଚଳରେ ଦିନରାତି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। କିନ୍ତୁ ବିନାଶ ଏତେ ଭୟଙ୍କର ଯେ ସାହାଯ୍ୟ ଏପର୍ଯ୍ୟନ୍ତ ହଜାର ହଜାର ଲୋକଙ୍କ ପାଖରେ ପହଞ୍ଚି ପାରି ନାହିଁ। ସରକାରଙ୍କ ବିରୋଧରେ ନାଗରିକଙ୍କ କ୍ରୋଧ ବଢ଼ିବାରେ ଲାଗିଛି।

ଲୋକେ ସରକାରଙ୍କୁ ପ୍ରଶ୍ନ ପଚାରିବା ଆରମ୍ଭ କରିଛନ୍ତି। ଯେ ଭୂକମ୍ପ ସହ ମୁକାବିଲା କରିବା ନାମରେ ଯେଉଁ ଟିକସ ସଂଗ୍ରହ କରାଯାଉଥିଲା ତାହା କୁଆଡ଼େ ଗଲା। ପ୍ରକୃତରେ, ୧୯୯୯ ର ଭୟଙ୍କର ଭୂକମ୍ପ ପରେ ତୁର୍କୀ ଏକ ନୂଆ ଟିକସ ଲାଗୁ କରିଥିଲା। ଏଥିରୁ ଜମା ହୋଇଥିବା ପରିମାଣ ଭୂକମ୍ପ କିମ୍ବା ଅନ୍ୟାନ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ବ୍ୟବହୃତ ହେବ। ଏହାର ସରକାରୀ ନାମ ହେଉଛି ‘ସ୍ପେଶାଲ କମ୍ୟୁନିକେଶନ ଟ୍ୟାକ୍ସ’। ଖବର ଅନୁଯାୟୀ, ଏହି ଟିକସରୁ ପ୍ରାୟ ୮୮ ବିଲିୟନ ଲିରା (୪.୬ ବିଲିୟନ ଡ଼ଲାର୍‌) ସଂଗ୍ରହ କରାଯାଇଥିଲା। ତେବେ ଏହି ଟଙ୍କା କେଉଁଠାରେ ଓ କିପରି ଖର୍ଚ୍ଚ ହୋଇଛି ତାହା ସରକାର କହି ନାହାଁନ୍ତି। ୧୯୯୯ ମସିହାରୁ ୨୪ ବର୍ଷ ଡ଼ରି ସଂଗୃହିତ ଆମର ସମସ୍ତ ଟ୍ୟାକ୍ସ କୁଆଡେ ଗଲା ବୋଲି ଲୋକେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?