ଇସ୍ରାଏଲ୍‌କୁ ଗାଳି ଦେଉଥିଲେ ତୁର୍କୀ ସାଂସଦ, ହଠାତ୍‌ ଆସିଲା ହାର୍ଟଆଟାକ୍‌: ଆଉ ତା’ପରେ

ଆଙ୍କରା,୧୫।୧୨: ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗତ କିଛି ମାସ ଧରି ଚାଲିଥିବା ଏହି ଯୁଦ୍ଧ ଏବେ ବିପଜ୍ଜନକ ମୋଡ଼ ନେଇଛି। ଉଭୟ ପକ୍ଷର ଲୋକଙ୍କୁ ହତ୍ୟା କରାଯାଉଛି। ହମାସ ଆକ୍ରମଣରେ ଇସ୍ରାଏଲ ସେନାର ୫ ହଜାରରୁ ଅଧିକ ସୈନିକ ପ୍ରାଣ ହରାଇଥିବା ବେଳେ ମହିଳା ଓ ଶିଶୁଙ୍କ ସମେତ ୧୭ ହଜାରରୁ ଅଧିକ ପାଲେଷ୍ଟାଇନ ମଧ୍ୟ ଏହି ଯୁଦ୍ଧରେ ପ୍ରାଣ ହରାଇଥିବା ଜଣାଯାଇଛି। ଏଭଳି ସ୍ଥିତିରେ ଏହି ଭୟଙ୍କର ଯୁଦ୍ଧକୁ ନେଇ ସମଗ୍ର ବିଶ୍ୱରେ ଚର୍ଚ୍ଚା ଜୋର ଧରିଛି । କିଛି ଲୋକ ହମାସକୁ ନିଷ୍ଠୁର କହୁଛନ୍ତି ତ କେହି ଇସ୍ରାଏଲକୁ ଦୋଷୀ ଭାବୁଛନ୍ତି। ଏଥିରେ ତୁର୍କୀ ସାଂସଦ ମଧ୍ୟ ସାମିଲ ଅଛନ୍ତି। ତୁର୍କୀର ଜଣେ ସାଂସଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହାକୁ ଦେଖି ଲୋକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।
ତୁର୍କୀର ଜଣେ ସାଂସଦ ଏକ ବୈଠକରେ ଇସ୍ରାଏଲକୁ ଗାଳି କରୁଥିଲେ, ହଠାତ୍‌ ତାଙ୍କର ହାର୍ଟଆଟାକ୍‌ ହୋଇଥିଲା। ଏହି ସାଂସଦଙ୍କ ନାମ ହାସନ ବିଟମେଜ। ସେ ବୈଠକକୁ ସମ୍ବୋଧିତ କରି କରୁଥିଲେ, ଏହି ସମୟରେ ସେ ହଠାତ୍‌ ତଳେ ପଡ଼ିଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଲୋକେ ତୁରନ୍ତ ତାଙ୍କ ଆଡ଼କୁ ଦୌଡ଼ି ଆସିଥିଲେ। ପରେ ତାଙ୍କୁ ସିପିଆର୍‌ ଦେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri