ହିଜାବ ବିରୋଧରେ ମଞ୍ଚରେ ଚୁଟି କାଟିଲେ ଗାୟିକା ମେଲେକ ମୋସୋ

ଇସ୍ତାନବୁଲ/ତେହେରାନ,୨୯ ।୯: ଇରାନରେ ଥମୁନି ହିଜାବ ବିରୋଧି ପ୍ରଦର୍ଶନ । ଏହି ବିରୋଧ ପ୍ରଦର୍ଶନକାରୀଙ୍କୁ ସମର୍ଥନ ଜଣାଇ ତୁର୍କିର ଗାୟିକା ମେଲେନ ମୋସୋ ସର୍ବସାଧାରଣ ମଞ୍ଚ ଉପରେ ନିଜର କେଶ କାଟିଦେଇଛନ୍ତି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ କଳାକାର ଇରାନି ପ୍ରଦର୍ଶନକାରୀଙ୍କ ସହ ଏକାଠି ହୋଇ କେଶ କାଟୁଥିବା ଦେଖାଯାଇଛି ।
ସୂଚନାଯୋଗ୍ୟ, ୨୨ ବର୍ଷିୟା ମହସା ଅମିନିଙ୍କ ପୋଲିସ କଷ୍ଟୁଡିରେ ମୃତ୍ୟୁ ହେବା ପରେ ଇରାନରେ ଜାରି ରହିଥିବା ବିରୋଧ ପ୍ରଦର୍ଶନ ସପକ୍ଷରେ ସାରା ବିଶ୍ୱରେ ସ୍ୱର ଉତ୍ତେଳନ ହୋଇଛି । ହିଜାବକୁ ନେଇ ଇରାନରେ ଚାଲିଥିବା । ସରକାରୀ ବିରୋଧ ପ୍ରଦର୍ଶନ ସମୟରେ ସୁରକ୍ଷାକର୍ମୀଙ୍କ ସହ ହୋଇଥିବା ସଂଘର୍ଷରେ ଏବେ ପର୍ଯ୍ୟନ୍ତ ୭୬ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି ।
ମହସାଙ୍କ ମୃତ୍ୟୁର ୧୦ ଦିନ ପରେ ଏହି ଆନ୍ଦୋଳନ ୭୬ ସହରରେ ପହଞ୍ଚି ସାରିଛି । ସୋସିଆଲ ମିଡିଆରେ ପ୍ରସାରିତ ଭିଡିଓ କ୍ଲିପରେ ମହିଳା ପ୍ରର୍ଶନକାରୀ ଦେଶରେ ଲାଗୁ ହୋଇଥିବା କଡାକଡି ଡ୍ରେସ କୋଡ ବିରୋଧରେ ନିଜର ଚୁଟି କାଟିବା ଓ ନିଜ ହିଜାବୁକ ହଟାଇ ନିଆଁ ଲଗାଇବା ଭଳି ଦୃଶ୍ୟ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?