ବଜାରରେ ଟର୍କୁ ଫାର୍ମାର ନୂତନ ଉତ୍ପାଦ

ଭୁବନେଶ୍ୱର,୧୧।୧୨: ଦେଶର ଅଗ୍ରଣୀ ଫାର୍ମାସ୍ୟୁଟିକାଲ କମ୍ପାନୀ ‘ଟର୍କୁ’ ବା ଟର୍କୁ ଫାର୍ମାସ୍ୟୁଟିକାଲ୍‌ସର ନୂତନ ଉତ୍ପାଦ ‘ହେୟାର ରିମୋଭାଲ କ୍ରିମ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି କମ୍ପାନୀ ତା’ର ପର୍ସନାଲ କେୟାର ବ୍ରାଣ୍ଡ୍‌ରେ ଏଭଳି ଉତ୍ପାଦକୁ ସାମିଲ କରାଇ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରିଛି। ଏପରିକି ଉକ୍ତ ଉତ୍ପାଦ ୩ଟି ଆକର୍ଷଣୀୟ ଭାରିଆଣ୍ଟ ଯଥା ଷ୍ଟ୍ରବେରି, ଆଲୋଭେରା ଏବଂ ଗୋଲାପ (ରୋଜ୍‌) ବର୍ଗରେ ଉପଲବ୍ଧ। ଏ ସମ୍ପର୍କରେ ଟର୍କୁ ଫାର୍ମାସ୍ୟୁଟିକାଲ୍‌ସର ନିର୍ଦ୍ଦେଶକ ଅଭୟ ଇକ୍‌ବାଲ ସିଂହ ବେଦୀ କହିଛନ୍ତି, ଆମେ ଗ୍ରାହକଙ୍କ ଚାହିଦା ଓ ଆବଶ୍ୟକତାକୁ ନଜରରେ ରଖି ଏଭଳି ଏକ ଉତ୍ପାଦକୁ ବଜାର ପ୍ରବେଶ କରାଇ ବେଶ୍‌ ଉତ୍ସାହିତ ଅଛୁ। ବିଶେଷକରି କମ୍ପାନୀର ପର୍ସନାଲ କେୟାର ବ୍ରାଣ୍ଡ୍‌ ବର୍ଗରେ ଉକ୍ତ ଉତ୍ପାଦଗୁଡ଼ିକୁ ଉନ୍ମୋଚିତ କରାଯାଇଛି। ସେହିଭଳି ଗୁଣାତ୍ମକମାନ ସହିତ ସୁଲଭ ମୂଲ୍ୟରେ ଉକ୍ତ ଉତ୍ପାଦଗୁଡ଼ିକ ଦେଶର ସମସ୍ତ ଔଷଧ ଦୋକାନ ଓ ମେଡିସିନରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?