ପିଅନ୍ତୁ ହଳଦୀ-ତୁଳସୀ କାଢା

ପକୃତିର ଅବଦାନ ମଣିଷ ପାଇଁ ଅନେକ । ପ୍ରାକୃତିକ ଜିନିଷ ବ୍ୟବହାର କରି ମଣିଷ ଅନେକ ପ୍ରକାର ଶାରୀରିକ ସମସ୍ୟାକୁ ସହଜରେ ଦୂରେଇ ଦେବ । ତେବେ ହଳଦୀ ଓ ତୁଳସୀ ପତ୍ରରେ ପ୍ରସ୍ତୁତ କାଢା ପିଇଲେ ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ ବୋଲି ଆୟୁର୍ବେଦରେ କୁହାଯାଇଛି ।
ଥଣ୍ଡା ସମୟରେ ହଳଦୀ-ତୁଳସୀର କାଢା ପ୍ରସ୍ତୁତ କରି ପିଇଲେ ଲାଭ ମିଳିଥାଏ । ଏହାଦ୍ୱାରା ଗଳାରେ ହେଉଥିବା କଷ୍ଟରୁ ଉପଶମ ମିଳିଥାଏ ।
ଆଜମା ରୋଗୀ ହଳଦୀ-ତୁଳସୀରେ ପ୍ରସ୍ତୁତ କାଢା ପିଇଲେ ଶ୍ୱାସନଳୀ ଖୋଲିଯିବା ସହ ନିଶ୍ୱାସ ନେବାରେ ଆଉ କଷ୍ଟ ହୋଇ ନ ଥାଏ ।
ହଳଦୀ-ତୁଳସୀ ପ୍ର୍‌ସ୍ତୁତ କାଢା ପିଇବା ଦ୍ୱାରା କିଡ୍‌ନୀରେ ଥିବା ମଇଳା ଅଂଶ ସଫା ହେବା ସହ ଶରୀରରେ ଥିବା ବିଶାକ୍ତ ଅଂଶକୁ ବି ଏହା ବାହାର କରି ଦେଇଥାଏ ।
ମାନସିକ ଚାପରେ ଥିବା ବ୍ୟକ୍ତି ଏହି କାଢା ପିଇବା ଦ୍ୱାରା ମସ୍ତିସ୍କକୁ ରକ୍ତ ପ୍ରବାହ ଠିକ୍ ହୋଇଥାଏ ଫଳରେ ମାନସିକ ଶାନ୍ତି ମିଳିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri