Posted inଫୁରସତ

କରୋନା ସମୟରେ କନ୍ୟାଙ୍କୁ ଏମିତି ହଳଦୀ ଲଗାଉଛନ୍ତି ମହିଳା, ଭିଡିଓ ଦେଖିଲେ ହସିହସି ଗଡ଼ିବେ

ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି, ଯାହାକୁ ଦେଖିଲେ ହସି ହସି ଗଡ଼ିବେ। ଜଣେ କନ୍ୟାଙ୍କ ବିବାହ ପାଇଁ ହଳଦୀ ସେରିମନି କରାଯାଉଛି। ଏଥିରେ କିଛି ମହିଳା କନ୍ୟାଙ୍କୁ ପେଣ୍ଟ୍‌ ରୋଲର ବ୍ରଶ୍‌ ସାହାଯ୍ୟରେ ହଳଦୀ ଲଗାଉଥିବାର ନଜର ଆସିଛି। ଲୋକେ ଏହି ଭିଡିଓଟିକୁ ପସନ୍ଦ କରିବା ସହ ମଜାଳିଆ କମେଣ୍ଟ ମଧ୍ୟ ଦେଉଛନ୍ତି।
ଲକ୍‌ଡାଉନ୍‌ ପରେ ଅଟକି ଯାଇଥିବା କାମ ସବୁ ଲୋକେ କରୁଛନ୍ତି। ଘରୁ ବାହାରି କାମ କରୁଛନ୍ତି ସତ କିନ୍ତୁ ସଚେତନତାକୁ ଭୁଲିନାହାନ୍ତି। ଲକ୍‌ଡାଉନ୍‌ ଯୋଗୁ ଯେଉଁମାନଙ୍କର ବିବାହ ଅଟକିଥିଲା ଏବେ ସାବଧାନତା ସହକାରେ ବିବାହ କରାଯାଉଛି। ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି, ଜଣେ କନ୍ୟାଙ୍କୁ କିଛି ମହିଳା ହଳଦୀ ଲଗାଇ ଦେଉଛନ୍ତି। ତାହା ପୂଣି ସାମାଜିକ ଦୂରତା ରକ୍ଷା କରି। ଏକ ପେଣ୍ଟ୍‌ ରୋଲର ବ୍ରଶ୍‌ ସାହାଯ୍ୟରେ ଏହି ହଳଦୀ ଲଗା ପର୍ବ କରାଯାଉଛି। ଏହା ଦେଖି ୟୁଜରମାନେ ହସିବା ସହ ମଜାଳିଆ କମେଣ୍ଟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ହଳଦୀ ପାଇଁ ବ୍ରଶ୍‌ ବ୍ୟବହାର ଆଉ ମଙ୍ଗଳସୂତ୍ର ପିନ୍ଧବାରେ ବୋଧେ ଡ୍ରୋନ୍‌ର ସାହାଯ୍ୟ ନିଆହେବ। ଏମିତି ଅନେକ ମଜାଳିଆ କମେଣ୍ଟ୍‌ ସବୁ ଦେଖିବାକୁ ମିଳିଛି।


ଭିଡିଓଟି ସେପ୍ଟେମ୍ବର ୨୬ରେ ଶେୟାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ୬୧ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ୫୦୦ରୁ ଅଧିକ ଲୋକ ରିଟୁଇଟ୍‌ ମଧ୍ୟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri