ଏହିସବୁ ରୋଗ ଭଲ କରେ ହଳଦୀ: ଜାଣନ୍ତୁ କେମିତି ଖାଇବେ

ହଳଦୀରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ କୁର୍‌କୁମିନ୍‌ ନାମକ ଏକ ତତ୍ତ୍ୱ ରହିଛି, ଯାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହି ତତ୍ତ୍ୱ ଶରୀରରେ ଥଣ୍ଡା କମାଇବାରେ କେତେକାଂଶରେ ସାହାଯ୍ୟ କରେ। ବିଶେଷଭାବରେ ଶରୀରରେ ଥଣ୍ଡା ସୃଷ୍ଟି କରୁଥିବା କୋଷଗୁଡ଼ିକୁ ଏହା ନଷ୍ଟ କରିଦିଏ, ଯାହା ଦ୍ୱାରା ଆମେ ଏଭଳି ସମସ୍ୟାରୁ କେତେକାଂଶରେ ଉପଶମ ଲାଭ କରିଥାଉ। ଉଷୁମ କ୍ଷୀର ସହ ହଳଦୀ, ଗୋଲମରିଚ, ଅଳେଇଚ ଆଦି ମିଶାଇ ପିଇପାରନ୍ତି। ସବୁଠାରୁ ଖାସ୍‌ କଥା ହେଲା ହଳଦୀ ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ। ହଳଦୀ ଖାଇବା ଦ୍ୱାରା ଏହା ଆମ ଶରୀରର ମାଂସପେଶୀ ଶକ୍ତ ରହିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେରୁ ଜାଣିପାରିଛନ୍ତି। ଏହା ମଧ୍ୟ ମସ୍ତିଷ୍କର କାର୍ଯ୍ୟଧାରାକୁ ଆହୁରି ସକ୍ରିୟ କରେ। ଉକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏହି ସର୍ଭେ ରିପୋର୍ଟରେ ପୁଣି ଉଲ୍ଲେଖ କରାଯାଇଛି ଯେ ସ୍ମରଣ ଶକ୍ତିକୁ ବୃଦ୍ଧି କରିବାରେ ହଳଦୀ ମଧ୍ୟ ସାହାଯ୍ୟ କରେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri