ଅନ୍‌ କରିବାକୁ ଭୁଲନ୍ତୁ ନାହିଁ INSTGRAMର ଏହି ୩ ସେଟିଂ, ଭାଇରାଲ ହୋଇଯିବ ଆପଣଙ୍କ REEL

ନୂଆଦିଲ୍ଲୀ,୧୧।୧: ଆଜିକାଲି ସମସ୍ତେ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ହେବାକୁ ଚାହାନ୍ତି। ଏଥିଲାଗି ସେ ସର୍ବପ୍ରଥମେ ଇନ୍‌ଷ୍ଟାଗ୍ରାମକୁ ବାଛୁଛନ୍ତି। କାରଣ ଏଠାରେ ଭାଇରାଲ ହେବା ସହଜ। ଆପଣଙ୍କ ମଧ୍ୟରୁ ଅନେକେ ଏଭଳି ଥିଲେ, ଯିଏ ରିଲ୍‌ କରୁଥିବେ। ହେଲେ ଭ୍ୟୁଜ୍‌ ଭଲ ନ ଆସିବାକୁ ନେଇ ନିରାଶ ହୋଇଯାଉଥିବେ।
ଆଜି ଆମେ ଆପଣଙ୍କୁ ଇନଷ୍ଟାଗ୍ରାମର ୩ ସେଟିଂ ବିଷୟରେ କହିବୁ, ଯାହାକି ନୂଆ କ୍ରିଏଟରମାନେ ଅନ୍‌ କରିବାକୁ ଭୁଲି ଯାଆନ୍ତି। ଯେମିତିକି:
-ସଜେସନ୍‌:ଏହା ବହୁତ ସ୍ବତନ୍ତ୍ର ସେଟିଂ ଅଟେ, ହେଲେ ଏହା ଫୋନ୍‌ରେ ହେବ ନାହିଁ। ଡେସ୍କଟପ୍‌ରୁ ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟର ଏଡିଟ୍‌ ପ୍ରୋଫାଇଲକୁ ଯାଆନ୍ତୁ। ସେଠାରେ  Show account suggestions on profileକୁ ଅନ୍‌ କରନ୍ତୁ।
– ମିଡିଆ କ୍ୱାଲିଟି: ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟ ସେଟିଂକୁ ଯାଇ ମିଡିଆ କ୍ୱାଲିଟିକୁ ଏଚ୍‌ଡି କରନ୍ତୁ। ଏହାଦ୍ୱାରା କ୍ୱାଲିଟି ବଢ଼ିଥାଏ।
– ନିଜର ଆକାଉଣ୍ଟର ସେଟିଂର ଶେଟିଂରେ ଶେୟାରିଂକୁ ଯାଆନନ୍ତୁ। EMBEDକୁ ଅନ୍‌ କରନ୍ତୁ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri