ଓଲଟିଲା ଯାତ୍ରୀବାହୀ ବସ୍‌: ୧୨ ଆହତ, ୨ ଗୁରୁତର

ଖୋର୍ଦ୍ଧା ଅଫିସ,୪ା୧୧: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ଶୁକ୍ରବାର ଭୋର୍‌ରୁ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ ବସ୍‌ଟି ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବାବେଳେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି।

ଗୁରୁବାର ରାତିରୁ ଏକ ଘରୋଇ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ନେଇ ବଲାଙ୍ଗୀରୁ ଭୁବନେଶ୍ୱର ଆସୁଥିଲା। ବାଘମାରୀ ନିକଟରେ ପ୍ରବଳ କୁହୁଡ଼ି ଯୋଗୁ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଖବର ପାଇ ସ୍ଥାନୀୟ ଲୋକେ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଛନ୍ତି। ତେବେ ଡ୍ରାଇଭର ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri