କଟକରେ ଟର୍ଟଲର ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ

କଟକ,୨୭।୩: ଦେଶର ପ୍ରମୁଖ ଗାର୍ମେଣ୍ଟ ବ୍ରାଣ୍ଡ୍‌ ଟର୍ଟଲ ଓଡ଼ିଶା ବଜାର ପକ୍ଷରୁ ଆଉ ଏକ ନୂତନ ଆଉଟ୍‌ଲେଟର ଶୁଭାରମ୍ଭ କରାଯାଇଛି। ଏପରିକି କଟକ ମଙ୍ଗଳାବାଗଠାରେ ଟର୍ଟଲର ଏକ୍ସକ୍ଲୁସିଭ୍‌ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌.ସ୍କୋୟାର ମାର୍କେଟିଂ ପ୍ରାଇଭେଟ ଲିମିଟେଡ୍‌ର ନିର୍ଦ୍ଦେଶକ ଉମେଶ ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱରଞ୍ଜନ ପାତ୍ର, ସୌମ୍ୟରଞ୍ଜନ ମିଶ୍ର ଏବଂ ସଂଗ୍ରାମ ଭଞ୍ଜଦେଓ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ସେହିଭଳି ୧୨୦୦ ବର୍ଗଫୁଟ ପରିବ୍ୟାପ୍ତ ଉକ୍ତ ଷ୍ଟୋରରେ ସମସ୍ତ ବର୍ଗଙ୍କୁ ସୁହାଇଲା ଭଳି ବିଭିନ୍ନ ଡିଜାଇନ୍‌ର ଡ୍ରେସ ଉପଲବ୍ଧ। ଏଠାରେ ବ୍ରାଣ୍ଡ୍‌ର ସମସ୍ତ ଡ୍ରେସ ସହ କାଜୁଆଲ୍‌ ଶାର୍ଟ, ଫର୍ମାଲ ଶାର୍ଟ, ମେନ୍ସ ଓ୍ବେର ଆଦି ଉପଲବ୍ଧ । ବିଶେଷ କରି ଏଠାରେ ସହରର ସବୁ ବର୍ଗର ଗ୍ରାହକଙ୍କ ପାଇଁ ସୁଲଭ ମୂଲ୍ୟ ଓ ଗୁଣାତ୍ମକ ମାନରେ ପୋଷାକ ଉପଲବ୍ଧ। ବିଶେଷକରି କଟକ ବାସିନ୍ଦାଙ୍କ ଚାହିଦା ପୂରଣ ସହ ରାଜ୍ୟର ସବୁ ବର୍ଗର ଗ୍ରାହକଙ୍କ ଆସ୍ଥାଭାଜନ ହୋଇପାରିବ ବୋଲି ଷ୍ଟୋର ପକ୍ଷରୁ ଆଶା ବ୍ୟକ୍ତ କରାଯାଇଛି। ଉଲ୍ଲେଖଯୋଗ୍ୟ, କଟକ ସହରରେ ଟର୍ଟଲର ଏହା ୩ୟ ଆଉଟ୍‌ଲେଟ ବୋଲି ବ୍ରାଣ୍ଡ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?