ଘୁମୁସର ଉତ୍ତର ବନଖଣ୍ଡରେ ଦନ୍ତାହାତୀ ମୃତ: ତଦନ୍ତ ଆରମ୍ଭ

ଭଞ୍ଜନଗର,୧।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସନ ବାଣିଆପଲ୍ଲୀ ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ସୋମବାର ସକାଳେ ଜଣାପଡିଛି। ହାତୀର ମୃତ୍ୟୁର ସଠିକ କାରଣ ଜଣାପଡ଼ିନାହିଁ। ଖବର ପାଇ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ରେଞ୍ଜର ବିମ୍ବାଧର ସାହୁ ପ୍ରମୁଖ ଘଟଣାସ୍ଥଳକୁ ଯାଉଛନ୍ତି। ଅପରାହ୍ନରେ ଜେଟିଏଫ ଟିମ ଭୁବନେଶରରୁ ଆସି ପହଞ୍ଚିବା ପରେ ହାତୀର ବ୍ୟବଚ୍ଛେଦ ହେବ। ହାତୀଟି ଦୁଇ ଦିନ ପୂର୍ବରୁ ମୃତ୍ୟୁବରଣ କରିଥିବା ଆଶଙ୍କା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri