ବିବାହ ନ କରି ପିତା ହୋଇଥିଲେ ଏହି ଅଭିନେତା

ଅଶୀ ଦଶକର ସୁପରଷ୍ଟାର ଜିତେନ୍ଦ୍ରଙ୍କ ପୁଅ ତୁଷାର କପୁର କିନ୍ତୁ ବଲିଉଡରେ ନିଜ କରିସ୍ମା ଦେଖାଇ ପାରିନାହାଁନ୍ତି। ସେ ନିଜ କ୍ୟାରିୟରରେ ଯେତିକି ଅଧିକ ହିଟ ପିଲ୍ମ ଦେଇ ନାହାଁନ୍ତି, ତା’ଠାରୁ ଅଧିକ ଫ୍ଲପ ଫିଲ୍ମରେ କାମ କରିଛନ୍ତି। ତାଙ୍କ ସହ ଡେବ୍ୟୁ କରିଥିବା କରିନା କପୁର ଆଜି ଟପ ଅଭିନେତ୍ରୀଙ୍କ ମଧ୍ୟରେ ଜଣେ। କିନ୍ତୁ ଆଜି ବି ତୁଷାରଙ୍କୁ ଷ୍ଟ୍ରଗଲ୍ଡ ଷ୍ଟାର ସନ କୁହାଯାଉଛି। ତୁଷାର ୧୯୭୬ ମସିହା ନଭେମ୍ବର ୨୦ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଆଜି ସେ ନିଜର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ଖୁବ୍‌ କମ୍‌ ଲୋକେ ଜାଣିଥିବେ। ତୁଷାର ଏପର୍ଯ୍ୟନ୍ତ ଅବିବାହିତ ଅଛନ୍ତି। କିନ୍ତୁ ସେ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଭିଟ୍ରୋ ଫର୍ଟିଲାଇଜେସନ୍‌ ପଦ୍ଧତି ଆପଣାଇ ୨୦୧୬ରେ ସେ ପୁତ୍ର ସନ୍ତାନର ପିତା ହୋଇଥିଲେ। ଏହାପରଠାରୁ ସେ ପୁଅ ଲକ୍ଷ୍ୟର ସମସ୍ତ ଯତ୍ନ ନିଜେ ନେଉଛନ୍ତି। ତାଙ୍କ ଭଉଣୀ ତଥା ଟେଲିଭିଜନ୍‌ କୁଇନ୍‌ ଏକତା କପୁର ମଧ୍ୟ ସରୋଗେସି ପଦ୍ଧତି ଆପଣାଇ ଏକ ପୁତ୍ର ସନ୍ତାନର ମା’ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri