ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ସ୍ବାମୀ

ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ବ୍ୟକ୍ତିଗତ ଜୀବନ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ପ୍ରଥମ ସ୍ବାମୀଙ୍କ ଠାରୁ ଅଲଗା ହେବା ପରେ ଶ୍ୱେତା ୨୦୧୩ରେ ଅଭିନଭ କୋହଲିଙ୍କୁ ବିବାହ କରିଥିଲେ। ବିବାହ ପରେ ଉଭୟଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। କିନ୍ତୁ ବିବାହର କିଛି ବର୍ଷ ପରେ ସେମାନଙ୍କ ନୂତନ ସମ୍ପର୍କ ଖରାପ ହେବାରେ ଲାଗିଲା। କିଛି ମାସ ପୂର୍ବେ ଅଭିନବ ଅଭିଯୋଗ କରିଥିଲେ ଯେ, ସ୍ତ୍ରୀ ଶ୍ୱେତା ତାଙ୍କୁ ନିଜ ପୁଅ ରେୟାନଙ୍କଠାରୁ ଅଲଗା କରିଛନ୍ତି। ଏବେ ସେ ପୁଣିଥରେ ଅଭିଯୋଗ ଆଣିଛନ୍ତି ଯେ, ଶ୍ୱେତା ରେୟାନଙ୍କୁ ତାଙ୍କଠାରୁ ଲୁଚାଇ ରଖିଛନ୍ତି। ତେବେ ଏହି ସମସ୍ତ ଅଭିଯୋଗ ପରେ ଅଭିନବ ପୁଅକୁ ଭେଟିଥିବା ଜଣାପଡ଼ିଛି। କେବଳ ସେତିକି ନୁହେଁ, ଅଭିନଭ ଶ୍ୱେତାଙ୍କ ବିରୋଧରେ ଏକ ମାନହାନି ନୋଟିସ ମଧ୍ୟ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ନୁହେଁ ଆଲିଆ

ମୁମ୍ବାଇ: ବଲିଉଡର ଚୁଲବୁଲି ନାୟିକା ଆଲିଆ ଭଟ୍ଟ ଏବେ ଖୁବ୍ ଚର୍ଚ୍ଚାରେ । ଗୋଟିଏ ପଟେ ତାଙ୍କ ଅଭିନିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ବକ୍ସ ଅଫିସରେ ଧମାଲ...

ଅଳ୍ପ ଦିନରେ ବିଗ୍‌ବସ୍‌ରୁ ୨ କୋଟି ୨୫ ଲକ୍ଷ ଟଙ୍କା କମାଇଥିଲେ ଏହି ଅଭିନେତ୍ରୀ

ବିଗ ବସ୍‌ ସିଜନ ୯ର ପ୍ରତିଯୋଗୀ ବଲିଉଡ ଅଭିନେତ୍ରୀ ରିମି ସେନ୍‌ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଶୋ’ରେ ତାଙ୍କର ପ୍ରବେଶକୁ ନେଇ ଅନେକ ଖୁଲାସା...

ସଲମାନଙ୍କ ପ୍ରଶଂସାରେ ଖୁସି ହେଲେ ସୁସ୍ମିତା

ମୁମ୍ବାଇ: ବଲିଉଡ୍‌ ନାୟିକା ସୁସ୍ମିତା ସେନ୍‌ ନିଜ ଫିଟ୍‌ନେସ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ କିନ୍ତୁ ଆଉ ଏକ କାରଣ ପାଇଁ ଆସିଛନ୍ତି...

ବେଳାଏ ଖାଇବାକୁ ମିଳୁ ନ ଥିଲା, ଚା’ ଦୋକାନରେ କରୁଥିଲେ କାମ; ଆଜି ୭ ଷ୍ଟାର ହୋଟେଲ ଭଳି ଘର କରିଛନ୍ତି ଏହି କମେଡିଆନ୍‌

ବମ୍ବେ: ମନୋରଞ୍ଜନଜଗତରେ ହାସ୍ୟ ଅଭିନେତା ଭାବେ ସୁଦେଶ ଲେହରି ବେଶ୍‌ ଲୋକପ୍ରିୟ। ପଞ୍ଜାବର ଜଲନ୍ଧରରେ ତାଙ୍କର ଜନ୍ମ। ହେଲେ ଅମୃତସରରେ ତାଙ୍କର ପିଲାଦିନ କଟିଥିଲା। ଆଜି...

ଟିଭି ଶୋ’ରେ ପ୍ରଥମ ଥର ହେଲା ଏପରି ବିବାହ: ବିଶ୍ୱାସ କରିପାରୁ ନାହାନ୍ତି ଦର୍ଶକ…

ଭାରତୀୟ ସିରିଏଲ୍‌ଗୁଡିକ ବହୁତ ମଜାଳିଆ। ଏଥିରେ ଡ୍ରାମା ଭରି ରହିଥାଏ। ସିରିଏଲ୍‌ରେ କେତେବେଳେ କ’ଣ ଘଟିବ, ତାହା କେହି କଳ୍ପନା ମଧ୍ୟ କରି ନ ଥାନ୍ତି।...

ବିବାହର ୬ ମାସ ପରେ ମା’ ହୋଇଥିଲେ ପାର୍ବତୀ

ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ଶୋ’ ‘ଦେବୋ କେ ଦେବ ମହାଦେବ’ରେ ପାର୍ବତୀ ଚରିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ପୂଜା ବାନାର୍ଜୀ ଏବଂ ତାଙ୍କର ଅଭିନେତା...

ସୁପରଷ୍ଟାରଙ୍କ ଠାରୁ ଅଧିକ ଫିସ୍‌ ନେଇଥାନ୍ତି ଏହି ଅଭିନେତା

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ଲୋକପ୍ରିୟ କଳାକାର ହେଉଛନ୍ତି ହାସ୍ୟ ଅଭିନେତା ବ୍ରହ୍ମାନନ୍ଦମ। ସାଉଥ୍‌ର ପ୍ରାୟ ସମସ୍ତ ସିନେମାରେ ଦେଖିବାକୁ ମିଳୁଥିବା ଏହି କମେଡି କଳାକାର...

ଫିଲ୍ମ ‘ଗେହେରାଇୟାଁ’କୁ ଦେଖି ଏମିତି କହିଲେ ଦୀପିକାଙ୍କ ମା’-ବାପା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବର୍ତ୍ତମାନ ତାଙ୍କ ଫିଲ୍ମ ‘ଗେହେରାଇୟାଁ’କୁ ନେଇ ଚର୍ଚ୍ଚାରେ। ଫିଲ୍ମକୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ କ୍ରେଜ୍‌ ରହିଛି। ଫିଲ୍ମଟି ଫେବୃୟାରୀ...

Advertisement
Archives

Model This Week