ରଣବୀରଙ୍କ ପରେ ଏବେ କୁନାଲ ହେଲେ ‘ନ୍ୟୁଡ୍‌’

ବମ୍ବେ: କିଛି ଦିନ ପୂର୍ବେ ନ୍ୟୁଡ୍‌ ଫଟୋଶୁଟ୍‌କୁ ନେଇ ଚର୍ଚ୍ଚାରେ ରହିଥିଲେ ଅଭିନେତା ରଣବୀର ସିଂ। କିଛି ଲୋକ ତାଙ୍କୁ ବିରୋଧ କରିଥିବା ବେଳେ କିଛି ଖୋଲାଖୋଲି ଭାବେ ସମର୍ଥନ କରିଥିଲେ। ବିଶେଷକରି ଟେଲି ଅଭିନେତାମାନେ ତାଙ୍କ ସମର୍ଥନରେ ନିଜର ନ୍ୟୁଡ୍‌ ଫଟୋ ଶେୟାର କରିବା ଦେଖାଯାଇଥିଲା। ଏବେ ଏହି ତାଲିକାରେ ଆଉ ଜଣେ ଅଭିନେତାଙ୍କ ନାମ ଯୋଡ଼ି ହୋଇଛି। ସେ ହେଲେ ଜଣାଶୁଣା ଅଭିନେତା କୁନାଲ ବର୍ମା।

କୁନାଲ ନିଜର ଇନଷ୍ଟାଗ୍ରାମରେ ନ୍ୟୁଡ୍‌ ଫଟୋ ଶେୟାର କରିବା ପରେ ତାହା ଭାଇରାଲ ହେଉଛି। ଫଟୋକୁ ଶେୟାର କରି ସେ ଲେଖିଛନ୍ତି, ମୋ ପାଖରେ ଖର୍ଚ୍ଚ କରିବାକୁ ଟଙ୍କା ବହୁତ କମ୍‌। ଏଣୁ ସବୁକିଛି ମୁଁ ଶରୀର ଉପରେ ଖର୍ଚ୍ଚ କରିଛି।

ଏନେଇ ପଚରାଯିବାରେ କୁନାଲ କହିଛନ୍ତି, ରଣବୀରଙ୍କ ଫଟୋ ଆସିବା ପରେ ସେ ଏହି ଫଟୋଶୁଟ୍‌ କରିଥିଲେ। ଅଭିନେତାଙ୍କଠାରୁ ତାଙ୍କୁ ଏପରି କରିବାକୁ ପ୍ରେରଣା ମିଳିଥିଲା। ଶରୀର ଉପରେ ପରିଶ୍ରମ ଯଦି କରିଛି ତେବେ ଦେଖାଇବାରେ ଅସୁବିଧା କ’ଣ। ଏହି ଟ୍ରେଣ୍ଡର ଆରମ୍ଭ କାହାକୁ ନା କାହାକୁ କରିବାର ଥିଲା। ରଣବୀର ଯାହାକୁ ବେଶ ସୁନ୍ଦର ଭାବେ କରିପାରିଲେ।

 

View this post on Instagram

 

A post shared by Kunal Verma (@kunalrverma)


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?