ଲୋକପ୍ରିୟ ଟେଲି ଅଭିନେତାଙ୍କ ପରଲୋକ

ମୁମ୍ବାଇ,୧୧।୧୧: ଟେଲି ଇଣ୍ଡଷ୍ଟ୍ରିରୁ ବଡ ଦୁଃଖଦ ଖବର ସାମ୍ନାକୁ ଆସିଛି। ଲୋକପ୍ରିୟ ଟେଲି ଅଭିନେତା ସିଦ୍ଧାନ୍ତ ବିର ସୁର୍ଯ୍ୟବଂଶୀଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବରରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ଜିମ୍‌ରେ ଓ୍ବାର୍କ ଆଉଟ୍‌ କରୁଥିବା ସମୟରେ ଅଭିନେତା ହଠାତ୍‌ ଖସିପଡିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସିଦ୍ଧାନ୍ତ ପୂର୍ବରୁ ଆନନ୍ଦ ନାମରେ ପରିଚିତ ଥିଲେ। କିଛି ଦିନ ତଳେ ସେ ତାଙ୍କ ନାମ ଆନନ୍ଦରୁ ସିଦ୍ଧାନ୍ତକୁ ପରିବର୍ତ୍ତନ କରିଥିଲେ। ତାଙ୍କୁ କଣ୍ଟ୍ରୋଲ ରୁମ, ଜିଦିି ଦିଲ ମାନେ ନା, କୁସୁମ, ଏବଂ କ୍ୟୁ ରିସ୍ତୋ ମେଁ କଟ୍ଟି ବଟ୍ଟି ଭଳି ଟିଭି ଶୋ’ରେ ଦେଖିବାକୁ ମିଳିଥିଲା। ବ୍ୟକ୍ତିଗତ ଜୀବନ ବିଷୟରେ ଦେଖିବାକୁ ଗଲେ ଅଭିନେତାଙ୍କ ଦୁଇଟି ପିଲା ଅଛନ୍ତି। ତାଙ୍କର ପ୍ରଥମ ସ୍ତ୍ରୀ ଇରା ଚୌଧୁରୀଙ୍କ ଠାରୁ ଛାଡପତ୍ର ପରେ ସେ ସୁପର ମଡେଲ ଆଲିଶା ରାଉତଙ୍କୁ ବିବାହ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri