Posted inଜାତୀୟ

ଭାଜପା ଉପରେ କମେଣ୍ଟ କରି ଶୋ’ରୁ ବିଦା

ନୂଆଦିଲ୍ଲୀ,୧୬।୧: ସାଥି ଆର୍ଟିଷ୍ଟଙ୍କ ସହ ଖରାପ ବ୍ୟବହାର ପାଇଁ ମରାଠୀ ଅଭିନେତା କିରନ ମାଣେଙ୍କୁ ‘ମୁଲଗି ଝାଲି ହୋ’ ଶୋ’ରୁ ବାଦ୍‌ ଦିଆଯାଇଛି। ଏ ନେଇ ରବିବାର ସୂଚନା ଦେଇଛି ଏଣ୍ଟରଟେନମେଣ୍ଟ ଚ୍ୟାନେଲ ଷ୍ଟାର ପ୍ରବାହ। କିନ୍ତୁ ସୋସିଆଲ ମିଡିଆରେ ଭାଜପା ନେତୃତ୍ୱାଧୀନ ସରକାର ବିରୋଧୀ କମେଣ୍ଟ ଦେବାରୁ ତାଙ୍କୁ ଏଭଳି ଦଶା ଭୋଗିବାକୁ ପଡ଼ିଥିବା ଅଭିନେତା କିରନ କହିଛନ୍ତି। ତାଙ୍କ ଦାବି ଅନୁଯାୟୀ, ଚ୍ୟାନେଲ ପକ୍ଷରୁ ତାଙ୍କୁ କେନ୍ଦ୍ର ସରକାରକାଙ୍କ ବିରୋଧରେ କହିବା ଉଚିତ ନୁହେଁ ବୋଲି କୁହାଯାଇଛି।

“ ମୁଖ୍ୟତଃ ମହିଳା ଆର୍ଟିଷ୍ଟଙ୍କ ସହ ଖରାପ ବ୍ୟବହାର କାରଣରୁ ମାଣେଙ୍କୁ ଶୋ’ରୁ ବାହାର କରି ଦିଆଯାଇଛି। ଅନେକ ଅଭିଯୋଗ ଆସିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ତାଙ୍କ ବିରୋଧରେ ସାଥି ଅଭିନେତା, ଡିରେକ୍ଟର ଓ ଅନ୍ୟ ୟୁନିଟ୍‌ ସଦସ୍ୟଙ୍କ ସହ ଖରାପ ବ୍ୟବହାର ଅଭିଯୋଗ ଆସିଥିଲା” ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ‘ମୁଲଗି ଜାଲି ହୋ’ ସିରିଅଲର କାହାଣୀ ମାଉ ନାମକ ଜଣେ ଝିଅ ଉପରେ ଆଧାରିତ। ପରିବାର ଲୋକେ ପୁଅ ଚାହୁଁ ଥିବାରୁ ମାଉକୁ ଗ୍ରହଣ କରୁ ନାହାନ୍ତି। ଏଥିରେ ମାଣେ ମାଉଙ୍କ ଠାରୁ ଦୂରେଇ ଯାଇଥିବା ବାପାଙ୍କ ଭୂମିକାରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri