ବିବାହର ପ୍ରତିଶ୍ରୁତି ଦେଇ ଅଭିନେତ୍ରୀଙ୍କୁ ବଳାତ୍କାର ଅଭିଯୋଗ

ବିବାହର ପ୍ରତିଶ୍ରୁତି ଦେଇ ଜଣେ ଟିଭି ଅଭିନେତ୍ରୀଙ୍କୁ ବଳାତ୍କାର କରିବା ଘଟଣା ସାମ୍ନାକୁ ଆସିଛି। ଏ ନେଇ ଅଭିନେତ୍ରୀ ଉତ୍ତର ମୁମ୍ବାଇର ଓଶିଓ୍ବାରା ପୋଲିସ ଷ୍ଟେଶନରେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଅନେକ ଥର ତାଙ୍କ ସହ ଶାରୀରିକ ସମ୍ପର୍କ ସ୍ଥାପନ କରିଥିଲେ। ଏ ନେଇ ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି।
କିଛି ସପ୍ତାହ ପୂର୍ବେ ଅନ୍ୟ ଜଣେ ଟିଭି ଅଭିନେତ୍ରୀଙ୍କ ଦ୍ୱାରା ଓଶିଓ୍ବାଲା ପୋଲିସ ଷ୍ଟେଶନରେ ସମାନ ଏକ ମାମଲା ରୁଜୁ ହୋଇଥିଲା। ଉକ୍ତ ଅଭିଯୋଗ ଅନୁଯାୟୀ, ଜଣେ ପାଇଲଟ ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଅନେକ ଥର ତାଙ୍କ ସହ ଶାରୀରିକ ସମ୍ପର୍କ ସ୍ଥାପନ କରିଥିଲେ। ଏ ନେଇ ମଧ୍ୟ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କିତାଙ୍କ ପ୍ରକୃତ ନାଁ କ’ଣ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏବେ ଚର୍ଚ୍ଚାରେ ରହିଛନ୍ତି ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ। ସେ ଜଣେ ପପୁଲାର...

ତାମିଲ ଫିଲ୍ମ ‘କ୍ୟାଥୀ’ର ହିନ୍ଦୀ ରିମେକ୍‌: କାର୍ତ୍ତି ଓ୍ବାଲେ ଚରିତ୍ରରେ ନଜର ଆସିବେ ଅଜୟ!

ବଲିଉଡ୍‌ରେ ସାଉଥ୍‌ ସିନେମାର ହିନ୍ଦୀ ରିମେକ୍‌ କିଛି ନୂଆ କଥା ନୁହେଁ। ଏହି ଫିଲ୍ମ ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଥିବା ବେଳେ ଏଥିରେ ବଲିଉଡ୍‌ର...

ପରିବାର ସହ ଲଣ୍ଡନରେ କରୀନା, ଫଟୋ ଶେୟାର କରି ଲେଖିଲେ…

ମୁମ୍ବାଇ: ବ୍ରିଟେନରେ କରୀନା କପୁର ସ୍ବାମୀ ସୈଫ୍‌ ଅଲ୍ଲୀ ଖାନ୍‌ ଦୁଇ ପୁଅ ତୈମୁର ଏବଂ ଜେହ୍‌ଙ୍କ ସହ ମଜା କରୁଛନ୍ତି। ଏମାନଙ୍କ ସହ କରୀନାଙ୍କ...

‘ଚକଦା ଏକ୍ସପ୍ରେସ’କୁ ନେଇ ଏଭଳି କହିଲେ ଅନୁଷ୍କା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା। ବହୁ ଦିନର ବ୍ୟବଧାନ ପରେ ପରଦାକୁ ଫେରୁଛନ୍ତି। ସେ ଭାରତୀୟ କ୍ରିକେଟର ଝୁଲଣ ଗୋସ୍ବୀମୀଙ୍କ ବାୟୋପିକ୍‌ରେ ନଜର ଆସିବେ। ତେବେ...

‘ଦ୍ରାଭିଡ ମୋର ପ୍ରଥମ ପ୍ରେମ’

ନୂଆଦିଲ୍ଲୀ,୨୩।୧୧: ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ରାହୁଲ ଦ୍ରାଭିଡଙ୍କ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି। କିନ୍ତୁ ତାଙ୍କ ପ୍ରଶଂସକଙ୍କ ଏବେ ମଧ୍ୟ କମିନାହିଁ। ଏହି ତାଲିକାରେ ବଲିଉଡ...

ଅଭିଷେକଙ୍କ ଏହି ଗୁଣ ଦେଖି ପ୍ରେମରେ ପଡିଯାଇଥିଲେ ଐଶ୍ଚର୍ଯ୍ୟା

ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିନେତା ଅଭିଷେକ ବଚ୍ଚନ ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ପାଓ୍ବାରଫୁଲ୍‌ ଦମ୍ପତି। ଦୁହେଁ ଏକାଠି ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି, କିନ୍ତୁ...

ଆକ୍ସନ ନିଶାରେ ରାଜବୀର

ନବାଗତ ରାଜବୀର । ନୂଆ ଓଡ଼ିଆ ସିନେମା ‘ଅରୁନ୍ଧତୀ’ରେ ତାଙ୍କୁ ମିଳିଛି ଏକ ଚ୍ୟାଲେଞ୍ଜିଂ ଭୂମିକା। ଏଥିରେ ତାଙ୍କୁ କେବଳ ଆକ୍ସନ ନୁହେଁ, ରୋମାଣ୍ଟିକ ରୋଲ୍‌ରେ...

ନସିରୁଦ୍ଦିନ-ଅନୁପମଙ୍କ ବିବାଦକୁ ନେଇ ଟୁଇଟ୍‌ କଲେ ରାହୁଲ

ମୁମ୍ବାଇ: ବଲିଉଡ୍‌ର ଦୁଇ ବରିଷ୍ଠ ଅଭିନେତା ନସିରୁଦ୍ଦିନ ଶାହା ଓ ଅନୁପମ ଖେର ଏବେ ଅଛନ୍ତି ଚର୍ଚ୍ଚାରେ। ନିକଟରେ ନସିରୁଦ୍ଦିନ ଶାହା ଏକ ସାକ୍ଷାତ୍‌କାରରେ ଅଭିନେତା...

Advertisement
Archives

Model This Week