ମେକ୍‌ଅପ୍‌ ରୁମ୍‌ରେ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ

ବମ୍ବେ: ଆତ୍ମହତ୍ୟା କରିଛନ୍ତି ଟେଲି ଅଭିନେତ୍ରୀ ତୁନିଶା ଶର୍ମା। ମେକ୍‌ଅପ୍‌ ରୁମ୍‌ରେ ସେ ଏଭଳି ଚରମ ପଦକ୍ଷେପ ନେଇଥିବା ଜଣାପଡ଼ିଛି। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ଅଲିବାବା ସେଟ୍‌ରେ ଏହି ଘଟଣା ଘଟିଛି। ଶନିବାର ତୁନିଶା ସହଅଭିନେତା ଶ୍ରୀଜାନଙ୍କ ମେକ୍‌ଅପ୍‌ ରୁମ୍‌ରେ ପହଞ୍ଚିଥିଲେ। ଶ୍ରୀଜାନ ଶୁଟିଂରେ ବ୍ୟସ୍ତ ଥିବା ବେଳେ ଶଟ୍‌ ଶେଷ ହେବା ପରେ ଆସିଥିଲେ। ହେଲେ ମେକ୍‌ଅପ୍‌ ରୁମ୍‌ କବାଟ ବାଡେଇଲେ ମଧ୍ୟ କେହି ଖୋଲି ନ ଥିଲେ। ଅନେକ ଥର ଡାକିବା ପରେ ନିରାଶ ହୋଇ ଶେଷରେ ସେ କବାଟ ଭାଙ୍ଗିଥିଲେ। ଏହାପରେ ଭିତରେ ତୁନିଶାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାକୁ ନେଇ ପୋଲିସକୁ ଖବର ଦିଆଯାଇଥିଲା।

୨୦ ବର୍ଷୀୟ ତୁନିଶା ଟେଲି ଧାରାବାହିକ ‘ଅଲି ବାବା ଦାସ୍ତାନ ଏ କାବୁଲ’ ଏବଂ କଟ୍ରିନା କୈଫଙ୍କ ଫିଲ୍ମ ‘ଫିତୁର୍‌’କୁ ନେଇ ଚର୍ଚ୍ଚାରେ ଥିଲେ। ଏବେ ସେ ଅଭିନେତା ଶିବିନ ନାରଙ୍ଗଙ୍କ ସହ ଏକ ମ୍ୟୁଜିକ୍‌ ଭିଡିଓର ଶୁଟିଂ କରୁଥିଲେ। ଏସବୁ ମଧ୍ୟରେ ହଠାତ ତାଙ୍କର ଆତ୍ମହତ୍ୟା ପ୍ରଶଂସକଙ୍କୁ ସ୍ତବ୍ଧ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri