ମାଆ ହେବେ ସୁଗନ୍ଧା

ମୁମ୍ବାଇ:  ସିଙ୍ଗର ତଥା କମେଡିଆନ ସୁଗନ୍ଧା ମିଶ୍ର ରବିବାର ତାଙ୍କ ଫ୍ୟାନ୍ସଙ୍କ ସହ ଏକ ଗୁଡ ନ୍ୟୁଜ ଶେୟାର କରିଛନ୍ତି। ଅସଲ କଥା ହେଲା ଏହି ଅଭିନେତ୍ରୀ ଖୁବ ଶୀଘ୍ର ମା’ ହେବାକୁ ଯାଉଛନ୍ତି । ଆଜିକାଲି ସେ ତାଙ୍କ ପ୍ରେଗ୍ନେସିକୁ ଖୁବ ଏନଜୟ କରୁଛନ୍ତି। ସୋସିଆଲ ମିଡିଆରେ ବେବି ବମ୍ପର ଅନେକ ଫଟୋ ଶେୟାର କରିଛନ୍ତି।
ଖୁବ ଶୀଘ୍ର ସୁଗନ୍ଧା ମିଶ୍ର ଏବଂ ସଙ୍କେତ ଭୋସଲେଙ୍କ ଘରକୁ ଜଣେ କୁନି ଅତିଥି ଆସିବେ। ଏହି ଦମ୍ପତି ସେମାନଙ୍କର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ବହୁତ ଉତ୍ସାହିତ ଅଛନ୍ତି। ଇନଷ୍ଟାଗ୍ରାମରେ ସ୍ବାମୀ ସଙ୍କେତ ଭୋସଲେଙ୍କ ସହ ଗୋଟିଏ ନୁହେଁ ଅନେକ ଫଟୋ ଶେୟାର କରି ସୁଗନ୍ଧା ମିଶ୍ର ଏହି ଖୁସି ଖବର ସେୟାର କରିଛନ୍ତି। ଏହି ଦମ୍ପତି ସେମାନଙ୍କ ଆଗାମୀ ସନ୍ତାନ ବିଷୟରେ ସୂଚନା ଦେଇଛନ୍ତି।

ଅକ୍ଟୋବର ୧୫, ୨୦୨୩ ଏକ ବିଶେଷ ଦିନ, ନବରାତ୍ରୀ ଆଜିଠାରୁ ଆରମ୍ଭ ହୋଇଛି। ଫଟୋ ଶେୟାର କରି କ୍ୟାପସନରେ ଲେଖାଥିଲା, ‘ଜଲ୍ଦ ହି କୋଇ ଆନେ ବାଲା ହୈ। ହମ ବିଲକୁଲ ଭି ଇନ୍ତେଜାର ନେହିଁ କର ପା ରହେ ହୈ। ଆପଣମାନଙ୍କ ଭଲପାଇବା ଏବଂ ଆଶୀର୍ବାଦ ଆମ ଉପରେ ଥାଉ। ଫଟୋଗୁଡ଼ିକରେ ସୁଗନ୍ଧା ମିଶ୍ର ଏକ ମେରୁନ କଲର ଥାଇ-ହାଇ ସ୍ଲିଟ ଗାଉନରେ ନିଜ ବେବି ବମ୍ପ ଫ୍ଲାଟର୍ନ କରିଥିବା ଦେଖିବାକୁ ମିଳିଛି। ଯେତେବେଳେ କି, ସଙ୍କେତ ପିଙ୍କ ସାର୍ଟ ଏବଂ ଡେନିମ ଜିନ୍ସରେ ନଜର ଆସିଛନ୍ତି।
ସୂଚନାଯୋଗ୍ୟ, ସୁଗନ୍ଧ ମିଶ୍ର ଏବଂ ସଙ୍କେତ ୨୦୨୧ରେ ବିବାହ କରିଥିଲେ। କରୋନା ଅବଧି ସମୟରେ, ଉଭୟ ନିଜ ପରିବାର ମଧ୍ୟରେ ଅତି ନିରାଡମ୍ବର ବିବାହ କରିଥିଲେ। ଉଭୟ ବର୍ଷ ବର୍ଷ ଧରି ଭଲ ବନ୍ଧୁ ଥିଲେ ଏବଂ ସେମାନଙ୍କ ଆଫେୟାର ଖବର ଦୀର୍ଘ ସମୟ ଧରି ଆଲୋଚନା ହେଉଥିଲା। ଏବେ ଦୁଇ ବର୍ଷର ବିବାହ ପରେ ଏହି ଦମ୍ପତି ମାତାପିତା ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?