ତୁଟିଲା ଚାରି ବର୍ଷର ସମ୍ପର୍କ

ବମ୍ବେ: ଡେଟିଂର ଚାରି ବର୍ଷ ପରେ ବାଟ ଅଲଗା। ଟେଲିପରଦାର ଅନ୍ୟତମ ଲୋକପ୍ରିୟ ଯୋଡ଼ି ହର୍ଷଦ ଅରୋରା ଏବଂ ଅପର୍ନା କୁମାର ଦୀର୍ଘଦିନ ଧରି ପରସ୍ପରକୁ ଡେଟ୍‌ କରି ଆସୁଥିଲେ। ହେଲେ ଏବେ ଉଭୟଙ୍କ ବାଟ ଅଲଗା ହୋଇଛି। ଜୁନ୍‌ରେ ସେମାନେ ଅଲଗା ହୋଇଥିବା ବେଳେ ଏବେ ସମସ୍ତେ ଜାଣିଛନ୍ତି।

‘ଥୋଡା ସା ବାଦଲ ଥୋଡା ସା ପାନି’ରେ ଅଭିନୟ କରିଥିବା ହର୍ଷଦ କହିଛନ୍ତି, ଆମ ଭିତରେ ଥିବା ମତଭେଦ ଯୋଗୁ ଅଲଗା ହୋଇଛୁ। ହେଲେ ଯାହା ବି ଘଟିଛି ତାକୁ ବ୍ୟକ୍ତିଗତ ରଖିବାକୁ ଚାହୁଁ। ଯାହା ବି ସମୟ ସମ୍ପର୍କରେ ଥାଇ ବିତାଇଛୁ ତାହା ସୁଖଦାୟକ ଥିଲା। ତାଙ୍କୁ ମୋର ଶୁଭକାମନା।

ସେହିଭଳି ବ୍ରେକ୍‌ଅପ୍‌କୁ ନେଇ ଅପର୍ନା କହିଛନ୍ତି, ଆମେ ଦୀର୍ଘଦିନ ଧରି ଡେଟ୍‌ କରିଥିଲୁ ସତ ହେଲେ ସମାନ ଚିନ୍ତାଧାରା ନ ଥିଲା। ସେ ଯାହା ବି ନିଷ୍ପତ୍ତି ନେଇଛନ୍ତି ଖୁସି ଥିବେ। ତାଙ୍କୁ ଶୁଭକାମନା ଜଣାଉଛି। ଏହି ସମ୍ପର୍କରେ ମୁଁ ଦୀର୍ଘ ସାଢ଼େ ୪ ବର୍ଷ ଦେଇଥିଲି, ଏଣୁ ଆଗାମୀ ଦିନ କଷ୍ଟକର ହେବାକୁ ଯାଉଛି। ହେଲେ ମୁଁ ଆଗକୁ ବଢ଼ୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri