ଫ୍ଲୋରିଡାରେ ଟେଲିଭିଜନ ଖବରଦାତାଙ୍କୁ ଗୁଳି, ୯ ବର୍ଷର ଶିଶୁ ସମେତ ୩ ଆହତ

ଫ୍ଲୋରିଡା, ୨୩ ।୨: ଆମେରିକାରେ ପୁଣି ଫୁଟିଛି ଗୁଳି । ଆମେରିକାର ଫ୍ଲୋରିଡାରୁ ଏକ ଛାତିଥରା ଖବର ସାମ୍ନାକୁ ଆସିଛି । ଏଠାରେ ଜଣେ ଟେଲିଭିଜନ ଖବରଦାତାଙ୍କୁ ରିପୋର୍ଟିଂ ସମୟର ଗୁଳି କରି ହତ୍ୟା କରାଯାଇଛି । ଏହି ଗୁଳିକାଣ୍ଡରେ ଜଣେ ୯ ବର୍ଷର ଝିଅ ସମେତ ତାଙ୍କ ମାଆ ଓ ଜଣେ ଟେଲିଭିଜନ କ୍ର‌୍ୟୁ ମେମ୍ବର ଆହତ ହୋଇଛନ୍ତି । ଖବରଦାତା ଜଣକ ସ୍ପେକ୍ଟ୍ରମ ନ୍ୟୁଜ ୧୩ରେ କାମ କରୁଥିଲେ । ଏହି ଘଟଣାର କିଛି ସମୟ ପରେ ପୋଲିସ ଅଭିଯୁକ୍ତ ୧୯ ବର୍ଷୀୟ ବୋଲଭିନ ମୁସାଙ୍କୁ ଗିରଫ କରିଛି ।

ଅଧିକାରୀଙ୍କ ସୂଚନା ଅନୁଯାୟୀ, ଗୁଳିକାଣ୍ଡର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିପାରି ନାହିଁ । ଗିରଫ କରିବା ସମୟରେ ଅଭିଯୁକ୍ତଙ୍କ ନିକଟରୁ କିଛି ଅସ୍ତ୍ର ଜବତ କରାଯାଇଛି । ଏବେ ଅଭିଯୁକ୍ତ ପୋଲିସକୁ ସହଯୋଗ କରୁ ନ ଥିବା ଜଣାପଡିଛି । ହ୍ୱାଇଟ ହାଉସର ପ୍ରେସ ସଚିବ କାରାଇନ ଜିନ-ପିୟରେ ଏକ ଟୁଇଟ କରି କହିଛନ୍ତି, ମୃତ ଖବରଦାତାଙ୍କ ପରିବାର ଓ ଫ୍ଲୋରିଡାର ଅରେଞ୍ଜ କାଉଣ୍ଟିରେ ଆହତ ହୋଇଥିବା ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହାସହ ସ୍ପେକ୍ଟ୍ରମ ନ୍ୟୁଜର ଟିମକୁ ବି େ ସମବେଦନା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?