କେବିସି-୧୪ର ପ୍ରଥମ କୋଟିପତି ହେଲେ ଜଣେ ଗୃହିଣୀ

ଅମିତାଭ ବଚ୍ଚନଙ୍କ କୁଇଜ ରିଆଲିଟି ଶୋ’ କୌନ ବନେଗା କରୋଡପତି-୧୪ରେ ପ୍ରଥମ କୋଟିପତି ଜଣେ ଗୃହିଣୀ ହୋଇଛନ୍ତି। କୋଲହାପୁରର ୪୫ ବର୍ଷ ବୟସ୍କା କବିତା ଚାୱଲା ୧ କୋଟି ପ୍ରଶ୍ନର ସଠିକ ଉତ୍ତର ଦେଇ ଚଳିତବର୍ଷର ପ୍ରଥମ କୋଟିପତି ହୋଇପାରିଛନ୍ତି। ବର୍ତ୍ତମାନ ୭.୫ କୋଟି ପ୍ରଶ୍ନ ପାଇଁ ଖେଳିବାକୁ ଯାଉଛନ୍ତି। ଶୋ’ର ଏକ ନୂଆ ପ୍ରୋମୋ ସାମ୍ନାକୁ ଆସିଛି। ଭିଡିଓରେ କବିତା ୧ କୋଟି ଜିତିବା ପରେ ବିଗ ବି ବହୁତ ଖୁସି ହୋଇଯାଇଛନ୍ତି। ଶୋ’ରେ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ କବିତା ଚାୱଲା ଅନେକ କଥା କହିଥିଲେ। ଏହା ଶୁଣି ବିଗ ବି ମଧ୍ୟ ଭାବପ୍ରବଣ ହୋଇଥିଲେ। କବିତା କହିଛନ୍ତି, ଦଶମ ପରେ ତାଙ୍କ ପିତା ଅଧିକ ଅଧ୍ୟୟନ କରିବାକୁ ମନା କରିଦେଇଥିଲେ। କିନ୍ତୁ ସ୍କୁଲ ଶିକ୍ଷକ ପିତାଙ୍କୁ ଅନେକ ବୁଝାଇବା ପରେ ଶେଷରେ ସେ ଦ୍ୱାଦଶ ଶ୍ରେଣୀ ପାସ କରିବାରେ ସକ୍ଷମ ହୋଇଥିଲେ। କେବିସି ଆରମ୍ଭ ହେବା ଦିନଠାରୁ ସେ ଏହି ଶୋ’ର ଅଂଶ ହେବାକୁ ଚାହୁଁଥିଲି। କେବିସି ଆସି ସ୍ବପ୍ନ ପୂରଣ କରିବାକୁ ୨୧ ବର୍ଷ ୧୦ ମାସ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟସାରଥିଙ୍କ ପ୍ରାର୍ଥିତ୍ୱକୁ ନେଇ ଅଡୁଆ ବଢୁଛି

ଜଗତ୍‌ସିଂହପୁର, ୧୭ା୪ (ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସତ୍ୟସାରଥି ମହାନ୍ତି ଭାଜପା ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ଏହି ଘୋଷଣା ପରେ ଦଳ ପାଇଁ...

ଜଗତ୍‌ସିଂହପୁର, ବାଲିକୁଦା-ଏରସମାରେ ଝଡ଼ ପୂର୍ବର ନୀରବତା

ଜଗତ୍‌ସିଂହପୁର,୧୫ା୪ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ଜଗତ୍‌ସିଂହପୁର ଓ ବାଲିକୁଦା-ଏରସମା ବିଧାନସଭା ଆସନରେ ଟିକେଟରୁ ବଞ୍ଚତ୍ତ କେତେଜଣ ନେତା ଅନ୍ୟ ଦଳ କିମ୍ବା ସ୍ବାଧୀନ...

୬୧ ଦିନ ଯାଏ ମାଛ ଧରିବା ମନା

ପାରାଦୀପ,୧୫।୪(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି।...

ଭାଜପା ଭୋଟ ହାତେଇବାକୁ ବିଜେଡି, କଂଗ୍ରେସର ପ୍ରୟାସ

ଜଗତ୍‌ସିଂହପୁର, ୧୪ା୪ (ପ୍ରମୋଦ କୁମାର ନାୟକ)ରାଜ୍ୟରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ବତନ୍ତ୍ରତା ରହିଛି। କାରଣ ଏହି ନିର୍ବାଚନମଣ୍ଡଳୀରୁ ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି...

ବିକ୍ରି ହେଉଛି ନିଷେଧ ଔଷଧ

ଜଗତ୍‌ସିଂହପୁର,୧୪।୪ (ପ୍ରମୋଦ କୁମାର ନାୟକ)ଅନେକ ସମୟରେ ଦେଖାଯାଉଛି ରୋଗୀ ଠିକ୍‌ ଔଷଧ ସେବନ କରିପାରୁନାହାନ୍ତି। ଏନେଇ ଯେଉଁସବୁ କାରଣ ଥାଉ ନା କାହିଁକି ଭୁଲ୍‌ ଓ...

ପାରାଦୀପରୁ ଲଢ଼ିବେ ଗୀତାଞ୍ଜଳି ରାଉତରାୟ, ସମ୍ବିତଙ୍କୁ ମିଳିଲାନି ଟିକେଟ୍

ଭୁବନେଶ୍ୱର,୧୧।୪: ଗୁରୁବାର ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ପାରାଦୀପ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି...

ଶଙ୍ଖ ଭବନରେ ସମ୍ବିତଙ୍କ ସହ ଅସନ୍ତୁଷ୍ଟଙ୍କ ଯୁକ୍ତିତର୍କ

ଜଗତ୍‌ସିଂହପୁର, ୧୧ା୪ (ପ୍ରମୋଦ କୁମାର ନାୟକ)ପାରାଦୀପ ନିର୍ବାଚନମଣ୍ଡଳୀ ବିଜେଡି କଳି ଛିଡିବା ପରିବର୍ତ୍ତେ ଦିନକୁଦିନ ବଢ଼ିବାରେ ଲାଗିଛି। ଏହି କଳି ଏବେ ପାରାଦୀପରୁ ଶଙ୍ଖ ଭବନରେ...

୧୬ ମାଛର ଓଜନ ୨୧୫ କେଜି

ପାରାଦୀପ,୧୦।୪(ଶରତ ରାଉତ):ପାରାଦୀପ ମାଛଧରା ବନ୍ଦରକୁ ମଙ୍ଗଳବାର ପାର୍ବତୀ ନାମକ ବୋଟ୍‌ରେ ୧୬ଟି ତେଲିଆ ବୋରେଇ ମାଛ ଆସିଥିଲା। ସେଗୁଡ଼ିକର ଓଜନ ୨୧୫ କେଜି ରହିଛି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri