ଦୀପିକାଙ୍କୁ ଲିଭର କ୍ୟାନସର୍‌: ପୋଷ୍ଟ ଶେୟାର କରି ବଖାଣିଲେ ଦୁଃଖ

ଟିଭି ଅଭିନେତ୍ରୀ ଦୀପିକା କକ୍କର ଆଜିକାଲି ତାଙ୍କ ଜୀବନର ଏକ କଷ୍ଟକର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ଦୀପିକାଙ୍କ ଦ୍ୱିତୀୟ ପର୍ଯ୍ୟାୟ ଲିଭର କ୍ୟାନସର ହୋଇଛି। ଏନେଇ ସେ ନିଜେ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ସେ ସମସ୍ତ ପ୍ରଶଂସକଙ୍କୁ ତାଙ୍କ ପାଇଁ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି।

ଦୀପିକା ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏଥିରେ ସେ ଲେଖିଛନ୍ତି- ଯେପରିକି ଆପଣମାନେ ସମସ୍ତେ ଜାଣନ୍ତି, ଗତ କିଛି ସପ୍ତାହ ଆମ ପାଇଁ ବହୁତ କଷ୍ଟକର। ପେଟର ଉପର ଭାଗରେ ଯନ୍ତ୍ରଣା ଯୋଗୁ ହସ୍ପିଟାଲ ଯିବା ଏବଂ ପରେ ଜାଣିବାକୁ ପାଇଲି ଯେ ଏହା ଲିଭରରେ ଏକ ଟେନିସ ବଲ ଆକାରର ଟ୍ୟୁମର ଏବଂ ତାପରେ ଜାଣିବାକୁ ପାଇଲି ଯେ ଟ୍ୟୁମର ଦ୍ୱିତୀୟ ପର୍ଯ୍ୟାୟ ମାଲିଗ୍ନାଣ୍ଟ (କ୍ୟାନସର)।

ପୋଷ୍ଟରେ ଦୀପିକା ଆହୁରି ସାହସ ଦେଖାଇ ଲେଖିଛନ୍ତି- ଏହା ସବୁଠାରୁ କଷ୍ଟକର ସମୟ। କିନ୍ତୁ ମୁଁ ସମ୍ପୂର୍ଣ୍ଣ ପଜିଟିଭ୍‌ ଅଛି। ଏହି ଅବସ୍ଥାର ସମ୍ମୁଖୀନ ହେବାକୁ ଏବଂ ଏଥିରୁ ଆହୁରି ଶକ୍ତିଶାଳୀ ହେବାକୁ ନିଷ୍ପତ୍ତି ନେଇଛି। ଇନଶାଆଲ୍ଲାହ! ମୋର ପୂରା ପରିବାର ମୋ ସହିତ ଅଛି ଏବଂ ମୁଁ ଆପଣ ସମସ୍ତଙ୍କଠାରୁ ପ୍ରେମ ଏବଂ ଆଶୀର୍ବାଦ ପାଉଛି, ମୁଁ ମଧ୍ୟ ଏହି ପରିସ୍ଥିତିରୁ ବାହାରି ଆସିବି।

 

View this post on Instagram

 

A post shared by Dipika (@ms.dipika)


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri