ଟିଭି ଶୋ’ରେ ପ୍ରଥମ ଥର ହେଲା ଏପରି ବିବାହ: ବିଶ୍ୱାସ କରିପାରୁ ନାହାନ୍ତି ଦର୍ଶକ…

ଭାରତୀୟ ସିରିଏଲ୍‌ଗୁଡିକ ବହୁତ ମଜାଳିଆ। ଏଥିରେ ଡ୍ରାମା ଭରି ରହିଥାଏ। ସିରିଏଲ୍‌ରେ କେତେବେଳେ କ’ଣ ଘଟିବ, ତାହା କେହି କଳ୍ପନା ମଧ୍ୟ କରି ନ ଥାନ୍ତି। ବର୍ତ୍ତମାନ ଏକ ସିରିଏଲ୍‌ରେ ଏମିତି କିଛି ଘଟିଛି, ଯାହାକୁ ଦେଖିବା ପରେ ହସିବା ସହ ବିଶ୍ୱାସ ମଧ୍ୟ୍ୟ କରି ହେବ ନାହିଁ।
ଏହି ବିବାହର ଭିଡିଓ ଏବେ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଏମିତି ଏକ ଦୃଶ୍ୟ ରହିଛି, ଯେଉଁଥିରେ ଅଭିନେତ୍ରୀଙ୍କର ହଠାତ୍‌ ବିବାହ ହୋଇଯାଉଛି। କହିବାକୁ ଗଲେ, ବିବାହ ହୋଇ ନାହିଁ ମାତ୍ର ଏମିତି କିଛି ଘଟୁଛି ତାଙ୍କର ବିବାହ ହୋଇଯାଉଛି। ଭିଡିଓ ଦେଖିବା ପରେ କେହି ବିଶ୍ୱାସ ମଧ୍ୟ କରିପାରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପରବିନ ବାବିଙ୍କ ଚରିତ୍ରରେ ନଜର ଆସିବେ ଏହି ସାଉଥ୍‌ ନାୟିକା

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ମହେଶ ଭଟ୍ଟ ତାଙ୍କର ପ୍ରଥମ ଓ୍ବେବ ସିରିଜ୍‌ ନିର୍ମାଣ କରିବାକୁ ପ୍ରସ୍ତୁତ ହୋଇଗଲେଣି। ୭୦ ଦଶକର ହିଟ୍‌ ନାୟିକା ପରବିନ ବାବିଙ୍କ...

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଅନ୍ଧାଧୁନ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

ମୁମ୍ବାଇ: ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶୁକ୍ରବାର ଘୋଷଣା କରାଯାଇଛି। ଏଥିରେ ହିନ୍ଦୀ ଫିଲ୍ମ ଅନ୍ଧାଧୂନକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଥିବା ବେଳେ ଆୟୁଷ୍ମାନ ଖୁରାନା...

ବ୍ରେକ୍‌ଅପ ପରେ ଷ୍ଟାର: ଏହି ପ୍ରସିଦ୍ଧ ଗାୟିକାଙ୍କ ଭାଗ୍ୟ ବଦଳାଇ ଦେଇଥିଲେ ଏକ୍ସ

ଆଜି ପ୍ରସିଦ୍ଧ ବ୍ରିଟିଶ ଗାୟିକା ତଥା ଗୀତିକାର ଅଡେଲେଙ୍କ ଜନ୍ମଦିନ। ମେ ୫ରେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି ଅଡେଲେ। ଏହି ଅବସରରେ ଜାଣନ୍ତୁ ତାଙ୍କ...

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରୀରେ ସଲମାନ୍‌ଙ୍କ ଏଣ୍ଟ୍ରି

ସାଉଥ ସିନେମାର ବଢୁଥିବା ଲୋକପ୍ରିୟତା ଦେଖି ଏବେ ବଲିଉଡ ତାରକାମାନେ ଟଲିଉଡ ଆଡକୁ ମୁହାଁଉଛନ୍ତ। ଅଜୟ ଦେବଗନଙ୍କ ପରେ ଆଲିଆ ଭଟ୍ଟ ଏବେ ସଲମାନ ଖାନ...

କରୋନା ଆକ୍ରାନ୍ତ ହେଲେ ଗୌତମ ଗୁଲାଟୀ

ମୁମ୍ବାଇ ୩୧।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବିଗ ବସ୍‌ ସିଜିନ ୮ର ବିଜେତା ତଥା ଅଭିନେତା ଗୌତମ ଗୁଲାଟୀ। ଗୌତମ ଗୁଲାଟୀଙ୍କ କରୋନା ଟେଷ୍ଟ ରିପୋର୍ଟ...

ଏଥର କିଛି କହିବା ପୂର୍ବରୁ ଦୁଇଥର ଭାବିବି: ସାଇ ପଲ୍ଲବୀ

ହାଇଦ୍ରାବାଦ: ବିବାଦ ପରେ ସ୍ପଷ୍ଟୀକରଣ। କିଛି ଏଭଳି ଘଟଣାକୁ ନେଇ ଚର୍ଚ୍ଚାରେ ଦକ୍ଷିଣ ଭାରତୀୟ ସୁନ୍ଦରୀ ଅଭିନେତ୍ରୀ ସାଇ ପଲ୍ଲବୀ। ସେ ତାଙ୍କ ଆଗାମୀ ଫିଲ୍ମ...

ମୁଡ୍‌ ବଦଳାଉଛନ୍ତି କରନ୍‌

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ କରନ ଜୋହରଙ୍କର ଏବେ ମୁଡ୍‌ ବଦଳିଥିବା ଆଲୋଚନା ହେଉଛି। ପୂର୍ବରୁ ‘କୁଛ କୁଛ ହୋ ତା ହୈ’, ‘କଭି ଅଲ୍‌ବିଦା...

ସ୍ମିତାଙ୍କ ଲୁକ୍‌କୁ କପି କଲେ ରିଚା

ମୁମ୍ବାଇ: ବଲିଉଡ୍‌ ନାୟିକା ସ୍ମିତା ପାଟିଲଙ୍କ ଦମଦାର ଅଭିନୟ ଆଜିବି ଦର୍ଶକଙ୍କ ମନରେ ଘର କରିଛି। ଖୁବ୍‌ କମ୍‌ ଦିନର ଅତିଥି ସ୍ମିତା ବଲିଉଡ୍‌ରେ ଯେତିକି...

Advertisement
Archives

Model This Week