ଏହି ଲୋକପ୍ରିୟ ଅଭିନେତାଙ୍କୁ ଆକ୍ରମଣ: ଜୀବନରୁ ମାରିଦେବାକୁ ମିଳିଲା ଧମକ

ଛୋଟ ପରଦାର ଲୋକପ୍ରିୟ ଧାରାବାହିକ ‘ତାରକ ମେହତା କା ଓଲଟା ଚଶମା’ରେ ଗୋଗୀ ଭୂମିକାରେ ଅଭିନୟ କରୁଥିବା ଅଭିନେତା ସମୟ ଶାହଙ୍କ ଉପରେ ଆକ୍ରମଣ ହୋଇଛି। ଘର ବାହାରେ କିଛି ଦୁର୍ବୃତ୍ତ ତାଙ୍କ ଉପରକୁ ଆକ୍ରମଣ କରିଥିଲେ। ଖାଲି ସେତିକି ନୁହେଁ, ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ। ଏହି ସମୟରେ କିଛି ଲୋକ ବିଲ୍ଡିଂରୁ ବାହାରି ପାଲଟା ଆକ୍ରମଣ କରିଥିଲେ।
ଏନେଇ ସମୟଙ୍କ ମା’ କୁହନ୍ତି, ଏହା ପ୍ରଥମ ଥର ନୁହେଁ, ପୂର୍ବରୁ ମଧ୍ୟ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏଥର ଦୁର୍ବୃତ୍ତମାନେ କାହିଁକି ଆକ୍ରମଣ କରୁଛନ୍ତି ବୋଲି ପଚରାଯିବାରୁ ସେମାନେ କିଛି କହି ନ ଥିଲେ। ଓଲଟା ଅଭଦ୍ର ଭାଷାରେ ଗାଳିଗୁଲଜ କରିଥିଲେ ବୋଲି ସମୟଙ୍କ ମା’ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ଅମିରଙ୍କ ଜନ୍ମଦିନରେ କିଏ ଜଣାଇଥିଲେ ପ୍ରଥମ ଶୁଭେଚ୍ଛା

ବଲିଉଡ୍‌ ଅଭିନେତା ଅମିର ଖାନ୍‌ଙ୍କୁ କିଏ ବା ନ ଜାଣେ। ସେ ତାଙ୍କର ଲୁକ୍‌ ଏବଂ ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖିଥାନ୍ତି। ତେବେ ଆଜି ଅର୍ଥାତ୍‌...

ଲକ୍‌ଡାଉନ୍‌ରେ ଘରେ ବସି ବୃଦ୍ଧା ହୋଇଗଲେ ଶିଳ୍ପା ଶେଟ୍ଟୀ

କରୋନା ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ସମସ୍ତଙ୍କୁ ଘରେ ରହିବା ପାଇଁ ସରକାରଙ୍କ ପକ୍ଷରୁ ନିବେଦନ କରାଯାଉଛି।...

ରୁବିନାଙ୍କ ଟୁଇଟ୍‌କୁ ନେଇ ଆଶ୍ଚର୍ଯ୍ୟ ପ୍ରଂଶସକ, କହିଲେ ଏମିତି…

ଟେଲିଭିଜନ ଜଗତର ପରିଚିତ ଚେହେରା ରୁବିନା ଦିଲାଏକ। ସେ ସୋସିଆଲ ମିଡିଆରେ ମଧ୍ୟ ସେ ବେଶ ସକ୍ରିୟ। ତାଙ୍କ ପ୍ରଂଶସକଙ୍କ ସଂଖ୍ୟା ମଧ୍ୟ ଖୁବ୍‌ ଅଧିକ।...

ଲାଲୁଙ୍କ ଜୀବନୀ ଉପରେ ହେବ ବାୟୋପିକ୍‌

ପାଟନା,୩୦।୧୦: ବଲିଉଡ୍‌ରେ ଏବେ ବାୟୋପିକ୍‌ ଟ୍ରେଣ୍ଡ ଚାଲିଛି। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି ଖେଳାଳିଙ୍କ ଉପରେ ପ୍ରାଯୋଜକମାନେ ଫିଲ୍ମ ତିଆରି କରୁଛନ୍ତି। ତେବେ ରାଜନୀତି ହେଉ କି...

କରୋନାରେ ପୀଡ଼ିତ ବଲିଉଡ୍‌ ଗାୟିକା

ମୁମ୍ବାଇ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ...

ରକୁଲ ପ୍ରିତ ସିଂ କରୋନା ପଜିଟିଭ

ମୁମ୍ବାଇ: ବଲିଉଡ୍ ନାୟିକା ରକୁଲ ପ୍ରିତ ସିଂ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ଦେଇଛନ୍ତି । ମଙ୍ଗଳବାର ଅପରାହ୍ନରେ ସେ ନିଜେ ଏହି ସୂଚନ ଦେଇଛନ୍ତି...

ଫିଲ୍ମର ସଫଳତା ପରେ ବାରଣାସୀରେ ପହଞ୍ଚିଲେ କାର୍ତ୍ତିକ

ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଫିଲ୍ମ ‘ଭୁଲ ଭୁଲେୟା-୨’ ରିଲିଜ୍‌ ହୋଇଛି । ଫିଲ୍ମଟି ଚାରି ଦିନ ମଧ୍ୟରେ ୬୬ କୋଟି ଅତିକ୍ରମ କରିଛି । ଖୁବ୍‌ଶୀଘ୍ର...

ନିଃସର୍ତ୍ତ ସହଯୋଗ ଲାଗି ଶ୍ରଦ୍ଧାଙ୍କ ଗୁରୁତ୍ୱ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ନିକଟରେ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ କ୍ୟୁଟ୍‌ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ଏକ ଛୋଟ ହାତୀ ତାର...

Advertisement
Archives

Model This Week