ଓଟିଟିରୁ ରିଜେକ୍ଟ ହେଲେ ଶିବାଙ୍ଗି

ମୁମ୍ବାଇ: ‘ୟେ ରିସ୍ତା କ୍ୟା କେହେଲାତା’ ଫେମ ଆକ୍ଟ୍ରେସ ଶିବାଙ୍ଗି ଯୋଶୀ ବେଶ ପରିଚିତ ଅଭିନେତ୍ରୀ । ଅଭିନେତ୍ରୀ ଶୋ’ରେ ନାୟରା ଭୂମିକାରେ ନଜର ଆସିଛନ୍ତି । ଏହି ଚରିତ୍ର ଦର୍ଶକଙ୍କ ହୃଦୟକୁ ବେଶ ଛୁଇଁ ପାରିଛି । ଏବେ ଶିବାଙ୍ଗି ବିଗ ବସ ଫେମ ଶାଲିନ ଭନୋଟଙ୍କ ସହ ଶୋ’ ‘ବେକାବୁ’ରେ ନଜର ଆସିବେ । ଅଭିନେତ୍ରୀଙ୍କ ଏହି ଶୋ’କୁ ଖୁବ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି ପ୍ରଶଂସକ । ଗୋଟିଏ ପଟେ ଶିବାଙ୍ଗି ଟେଲିଭିଜନରେ ନୂଆ ଶୋ’ ଆରମ୍ଭ କରିବାକୁ ଯାଉଥିବା ବେଳେ ଅନ୍ୟପଟେ ଲାଖ କୋଶିଶ ପରେ ବି ଏକ ୱେବ ଶୋରେ ତାଙ୍କୁ କାମ ମିଳିନାହିଁ । ଏକଥା ଆମେ ନୁହେଁ ନିଜେ ଅଭିନେତ୍ରୀ କହିଛନ୍ତି ।
ଓଟିଟି ଶୋର ରିଜେକଶନକୁ ନେଇ ଅଭିନେତ୍ରୀ ଏବେ ତାଙ୍କର ଏକ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଏମିତି କେତେ ଲୋକ ଅଛନ୍ତି ଯେଉଁମାନେ ଟିଭିରୁ ଯାଇ ଓଟିଟିରେ ଭଲ କାମ କରିଛନ୍ତି, ସେମାନଙ୍କୁ ଦେଖିଲେ ମୁଁ ପ୍ରାଉଡ ଫିଲ କରେ । ହେଲେ ଏମିତି ବି କେତେଜଣ ଅଛନ୍ତି ଯେଉଁମାନେ ଟେଲିଭିଜନ କଳାକାରଙ୍କୁ ଓଟିଟିରେ ଅବା ୱେବ ଶୋ’ରେ କାଷ୍ଟ କରିବାକୁ ଚାହାନ୍ତି ନାହିଁ । କାରଣ ସେମାନେ ଭାବନ୍ତି ଟେଲିଭିଜନ ଆକ୍ଟେସ କାଫି ଏକ୍ସପୋଜ ହୋଇସାରିଛନ୍ତି । ଏମାନେ ଶିବାଙ୍ଗିଙ୍କୁ କାଷ୍ଟ ଏଇଥିପାଇଁ କରନ୍ତି ନାହିଁ କାରଣ ସେ ଟିଭିର ବହୁତ ବଡ ଚେହେରା ହୋଇ ସାରିଛନ୍ତି ।
ଏସବୁ ପରେ ବି ଓଟିଟିରୁ ତାଙ୍କୁ ରିଜେକ୍ଟ କରାଯାଇଥିବାରୁ ସେ ଖୁବ ମନଉଣା କରିଛନ୍ତି । କାରଣ ସେ ବାସ୍ତବରେ ଏହି ଚରତ୍ରରେ ଅଭିନୟ କରିବାକୁ ବେଶ ଆଶାବାଦୀ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?