ଚିଲିକାରୁ ୧୨ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ଖଲ୍ଲିକୋଟ,୯ା୬(ଡି.ଏନ.ଏ.): ଖଲ୍ଲିକୋଟ ତହସିଲ ଅନ୍ତର୍ଗତ ଚିଲିକା ମଧ୍ୟରେ ଥିବା ବେଆଇନ ଚିଙ୍ଗୁଡ଼ି ଘେରିକୁ ପ୍ରଶାସନ ତରଫରୁ ଉଚ୍ଛେଦ କରାଯାଇଛି। ଭେଜିପୁଟ ଆର୍‌ଆଇ ସର୍କଲ ଅଧୀନରେ ଥିବା ଓଡ଼ିଆ ଆଲପୁର, କେଶପୁର ଆର୍‌ଆଇ ସର୍କଲରେ ଥିବା କଙ୍କେଇ ନିକଟ ଚିଲିକା କୂଳରେ ଥିବା ପ୍ରାୟ ୧୨ ଏକର ବେଆଇନ ଚିଙ୍ଗୁଡ଼ି ଘେରିକୁ ସ୍ଥାନୀୟ ତହସିଲଦାର ରାଜକିଶୋର ପଟ୍ଟନାୟକଙ୍କ ଉପସ୍ଥିତିରେ ଉଚ୍ଛେଦ ହୋଇଥିଲା। ଏହି ଚଢ଼ାଉରେ ଅତିରିକ୍ତ ତହସିଲଦାର ଜ୍ୟୋର୍ତିମୟ ଦାସ, ସିଡିଏ ଅଧିକାରୀ, ଭେଜିପୁଟ ପୋଲିସ ଓଆଇସି ସନ୍ତୋଷ ସ୍ବାଇଁ, ସବଇନ୍ସପେକ୍ଟର ହିମାଂଶୁ ପାତ୍ର, ଭେଜିପୁଟ ଆର୍‌ଆଇ ରମେଶ ଜେନା, କେଶପୁର ଆରଆଇ ଏମ୍‌. ସୁଦାମଙ୍କ ସମେତ ଏକ ପ୍ଲାଟୁନ ପୋଲିସ ଫୋର୍ସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?