୨ ଜେଲରେ ୧୨ ଅନ୍ତେବାସୀ ପଜିଟିଭ

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି,୧୧।୪: ଗଜପତି ଜିଲା ପାରଳାଖେମୁଣ୍ଡି ଓ ଆର୍‌.ଉଦୟଗିରି ସବ୍‌ଜେଲର ୧୨ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାରଳାଖେମୁଣ୍ଡି ଉପକାରାଗାରରେ ବର୍ତ୍ତମାନ ୨୬୦ ଅନ୍ତେବାସୀ ଅଛନ୍ତି। ସେଥିମଧ୍ୟରେ ଗତ ୧ରୁ ୧୦ ତାରିଖ ମଧ୍ୟରେ ୬ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ସବ୍‌ଜେଲ ପରିସରରେ ସ୍ବତନ୍ତ୍ର ଭାବେ ହୋଇଥିବା ସଂଘରୋଧ କେନ୍ଦ୍ରରେ ଆକ୍ରାନ୍ତମାନଙ୍କୁ ରଖାଯାଇଥିବା ସବ୍‌ଜେଲ ସୁପରିଣ୍ଟେଣ୍ଡେଣ୍ଟ ହନୁ ସେଠୀ ଜଣାଇଛନ୍ତି। ଜେଲ ଦାୟିତ୍ୱରେ ଥିବା ଡାକ୍ତରଙ୍କ ସହ ପାରଳାଖେମୁଣ୍ଡି ମୁଖ୍ୟ ଡାକ୍ତରଖାନାର ଡାକ୍ତର ଆସି ଆକ୍ରାନ୍ତମାନଙ୍କୁ ଚିକିତ୍ସା କରୁଛନ୍ତି । ସେହିପରି ଆର୍‌.ଉଦୟଗିରି ଉପକାରାଗାରର ଜେଲର ଦୋଳଗୋବିନ୍ଦ ବେହେରା କହିଛନ୍ତି, ବର୍ତ୍ତମାନ ୫୫ଜଣ ବିଚାରାଧୀନ ବନ୍ଦୀ ରହୁଛନ୍ତି। ସମସ୍ତ ଅନ୍ତେବାସୀ ଏବଂ କର୍ମଚାରୀଙ୍କ ଆର୍‌ଟି-ପିସିଆର୍‌ ଓ ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା। ଶନିବାର ୬ ଅନ୍ତେବାସୀଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ଜେଲ ଭିତରେ ସ୍ବତନ୍ତ୍ର ଭାବେ ସଂଘରୋଧରେ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri