ଦୁଇଦିନରେ ଦୁଇ ଶିଶୁ ସମେତ ୧୨ଜଣଙ୍କୁ ଡେଙ୍ଗୁ

ବ୍ରହ୍ମପୁର ଅଫିସ,୨୧।୧୦: ଜିଲାରେ ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୁଣିଥରେ ଗତ ଦୁଇ ଦିନରେ ଦୁଇ ଶିଶୁ ସମେତ ୧୨ ଜଣଙ୍କ ରକ୍ତ ନମୁନା ପଜିଟିଭ ଆସିଛି। ସେମାନଙ୍କ ମଧ୍ୟରୁ ୪ ଜଣ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ହୋଇଥିବା ବେଳେ ଛତ୍ରପୁରର ୩ ଜଣ, ଦୁଇ ଜଣ ଚିକିଟି ବ୍ଲକର ଓ ରଙ୍ଗେଇଲୁଣ୍ଡା, କୁକୁଡ଼ାଖଣ୍ଡି, ହିଞ୍ଜିଳିକାଟୁ ବ୍ଲକର ଜଣେ ଲେଖାଏ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ
ସୂତ୍ରରୁ ପ୍ରକାଶ। ଡେଙ୍ଗୁ ପଜିଟିଭ ରୋଗୀମାନେ ଏବେ ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି। ଜିଲାରେ ଏଯାବତ ୧୮୨ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇ ସାରିଲେଣି। ସ୍ବାସ୍ଥ୍ୟ ଟିମ୍‌ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ରୋଗୀମାନଙ୍କ ଘର ନିକଟକୁ ଯାଇ ସେଠାରୁ ଲାର୍ଭା ଚିହ୍ନଟ କରି ନଷ୍ଟ କରୁଥିବା ନେଇ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା.ଉମାଶଙ୍କର ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକରୋଜ ଜାହାଜ ବୁଡ଼ି ମାମଲା; ହାଇକୋର୍ଟରେ ସିବିଆଇର୍ ସତ୍ୟପାଠ ଦାଖଲ

କଟକ,୧୯।୩ (କାର୍ତ୍ତିକ ସାହୁ) ବ୍ଲାରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ରୁଜୁ ମାମଲାରେ ସିବିଆଇ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ସତ୍ୟପାଠ ଦାଖଲ...

ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ...

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ...

ଝାଟିମାଟି ଘରେ ଜୀବନ

ନାକଟିଦେଉଳ,୧୯ା୩(ବୈକୁଣ୍ଠ ନାଥ ସାହୁ): ଗରିବ ଅସହାୟ ପରିବାରକୁ ପକ୍କା ଘର ଯୋଗାଇଦେବାକୁ ସରକାର ଆବାସ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର...

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର...

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri