ବଜ୍ରପାତରେ ୨୦ ଗୋରୁ ମୃତ

ନବରଙ୍ଗପୁର/ନନ୍ଦାହାଣ୍ଡି,୮ା୪: ନବରଙ୍ଗପୁର ଜିଲାରେ ଗୁରୁବାର ବର୍ଷା ସହ ଝଡ଼ ତୋଫାନ୍‌ ହୋଇଥିଲା। ସେତିକିବେଳେ ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡ଼ା ଚର୍ଚ୍ଚ ପାଖ ଯୋଶେଫ ସୁନାଙ୍କ ଘର ସମ୍ମୁଖ ପଡ଼ିଆରେ ଏକ ଗଛ ମୂଳେ ୨୦ରୁ ଊଦ୍ଧର୍‌ବ ଗୋରୁ ଆଶ୍ରୟ ନେଇଥିଲେ। ଗଛ ଉପରେ ବଜ୍ରପାତ ପଡିବାରୁ ୨୦ ଗୋରୁଙ୍କ ମୃତ୍ୟୁ ଘଟିଛି। ବଜ୍ରପାତରେ ଗ୍ରାମରେ ଗୀତାଞ୍ଜଳି ସଗରିଆ(୪୨) ନାମକ ଜଣେ ମହିଳା ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବେ

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପୁରୀ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେଇ ଶୁକ୍ରବାର ରାତି ପ୍ରାୟ ୯ଟା ୧୦ରେ ଶାହା...

ଶଙ୍ଖାବାଲୀର ଶଙ୍ଖା, ଚୁଡ଼ି କିମିଆ

ଆରଡ଼ି, ୧୦।୧୨ (ଡି.ଏନ.ଏ.)- ଶଙ୍ଖା, ଚୁଡ଼ି, ସିନ୍ଦୂର ସୌଭାଗ୍ୟର ପ୍ରତୀକ। କାହିଁ କେଉଁ କାଳରୁ ବିବାହିତ ସଧବା ମହିଳାମାନେ ଏହାକୁ ପିନ୍ଧି ଆସୁଛନ୍ତି। ଆଜିକାଲି ହାଟବଜାରରେ...

ରାଜଧାନୀରେ ବଢ଼ୁଛି ଆରୋଗ୍ୟ ହାର

ଭୁବନେଶ୍ୱର,୧୫।୯ (ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି। ଗତ ୩ଦିନ ହେବ କ୍ରମାଗତ ଭାବେ...

ହାତୀପଲଙ୍କ ଉପଦ୍ରବ, ଧାନଫସଲ ନଷ୍ଟ

ଦଶପଲ୍ଲା,୨୫।୧୧(ଡି.ଏନ୍‌.ଏ.): ଦଶପଲ୍ଲା ବନାଞ୍ଚଳର ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ୧୩ଟି ହାତୀ ଡେରା ପକାଇଛନ୍ତି। ହାତୀପଲ ସନ୍ଧ୍ୟା ହେଲେ ନିକଟସ୍ଥ ଧାନକ୍ଷେତକୁ ଆସି ଫସଲ...

୧୦୦ ଫୁଟ ଧସିଲା ପଥର ପ୍ୟାକିଂ

ଆରଡ଼ି,୨୧ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କଠାରେ ୨୦ନଂ. ଜାତୀୟ ରାଜପଥର ବୈତରଣୀ ନଦୀର କୟଁାଗୋଲା ସେତୁ ପାର୍ଶ୍ୱ ରାସ୍ତାରେ...

ପ୍ରଥମଥର ପାଇଁ ସ୍ବାଭିମାନ ଅଞ୍ଚଳବାସୀ ପାଇଲେ ମୋବାଇଲ ସେବା

ଚିତ୍ରକୋଣ୍ଡା,୭ା୯(ଡି.ଏନ୍‌.ଏ.): ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୮ଟି ପଞ୍ଚାୟତ ଯଥା ଯୋଡ଼ାମ୍ବ, ପଣସପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ, ଗାଜୁଲୁମାମୁଡି, ରାଲେଗା ଧୂଳିପୁଟ ଓ...

ଖଟିଆରେ ବୁହା ହେଲେ ରୋଗୀ

ଠାକୁରମୁଣ୍ଡା, ୧୮।୬(ଡି.ଏନ.ଏ.)-ଖଟିଆରେ ବୁହାହେଲା ରୋଗୀ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି, ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତର ଅଶନବଣି ଗାଁରେ। ପଞ୍ଚାୟତ କାର୍ଯ୍ୟାଳୟ...

ଅନିଶ୍ଚିତତାରେ ଧଉଳି ରୋପ୍‌ ଓ୍ବେ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୬ା୭(ଡିଏନ୍‌.ଏ.): ଧଉଳିରେ ହେବାକୁ ଥିବା ରୋପ୍‌ ଓ୍ବେ ପାଇଁ ଆଶା ମଉଳିଛି। ରୋପ୍‌ ଓ୍ବେ ନିର୍ମାଣ ପାଇଁ କାର୍ଯ୍ୟଭାର ଦିଆଯାଇଥିବା ସଂସ୍ଥା ଠିକ୍‌...

Advertisement

BGU

Archives

Model This Week

Why Dharitri