ଖଲାରିରେ ପଶିଲେ ୨୦ ହାତୀ

ଅନୁଗୋଳ ଅଫିସ,୨୦।୧: ଅନୁଗୋଳ ବ୍ଲକ ଖଲାରି ଗାଁରେ ବୁଧବାର ସକାଳେ ୨୦ଟି ହାତୀ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଗାଁ ପାଖ ବୁଦୁବୁଦିଆ ଜଙ୍ଗଲରେ ବୁଲି ଡାଳପତ୍ର ଖାଉଥିବା ଦେଖିବାକୁ ମିଳିଛି। ନିକଟରେ ଏହି ହାତୀପଲ ବେନ୍ତପୁର, ତୁଳସୀପାଳ ଗାଁରେ ପଶି ଧାନ ଫସଲ ନଷ୍ଟ କରିଥିଲେ। ଖବରପାଇ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ହାତୀ ପଲଙ୍କ ଗତିବିଧି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ାରେ ୧୨ରୁ ଊର୍ଦ୍ଧ୍ୱ ଆହତ

ବଅଁରପାଳ,୧୪ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନାଲ୍‌କୋ ସିପିପି ହଟିଂ ଓ ବଳରାମ ପ୍ରସାଦ ଗ୍ରାମର ଅମାପୁର ଓ ଭାଲୁଜିବିଧରି ସାହିରେ ପାଗଳା କୁକୁରଙ୍କ...

କାଳବୈଶାଖୀରେ ଉଡ଼ିଗଲା ସ୍କୁଲ ଆଜବେଷ୍ଟସ

ବଇଣ୍ଡା,୧୦।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକରେ ସୋମବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବା ଯୋଗୁ ବହୁ କ୍ଷତି ହୋଇଛି।...

ଅନୁଗୋଳ ବନମଣ୍ଡଳରେ ୭୫,୬୦୭ ପକ୍ଷୀ: ୨୦୧୯ ତୁଳନାରେ ୧୩ ହଜାର ୩୦୭ ବୃଦ୍ଧି

ବନ୍ତଳା,୨୨ା୧(ଡି.ଏନ.ଏ.) – ଅନୁଗୋଳ ବନମଣ୍ଡଳ ସର୍କଲରେ ଗତ ୧ ତାରିଖରେ କରାଯାଇଥିବା ପକ୍ଷୀ ଗଣନା ରିପୋର୍ଟ ମଙ୍ଗଳବାର ବନ ବିଭାଗ ପ୍ରକାଶ କରିଛି। ଏଥିରେ ଅନୁଗୋଳ,...

ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ର ପୁରସ୍କୃତ

ଅନୁଗୋଳ ଅଫିସ, ୧୮।୭ – ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପୂର୍ବ ଜୋନାଲରେ ଶ୍ରେଷ୍ଠ କୃଷି ବିଜ୍ଞାନ କେନ୍ଦ୍ର ଭାବେ ବିବେଚିତ କରାଯାଇ ପଣ୍ଡିତ ଦୀନଦୟାଲ...

ଅଚଳ ଷ୍ଟ୍ରିଟ୍‌ ଲାଇଟ ମରାମତି ହେଉନି

ବଇଣ୍ଡା,୧୭।୧(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଥିବା ବଇଣ୍ଡା ଛକ ଓ ଆଠମଲ୍ଲିକ ରୋଡ୍‌ ଓଭରବ୍ରିଜ୍‌ ନିକଟରେ ଲାଗିଥିବା ଷ୍ଟ୍ରିଟ ଲାଇଟଗୁଡିକ ଦୀର୍ଘ...

ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ୍‌, ୧୪।୩ ଏକ ଡକାୟତି ମାମଲାର ବିଚାର କରି ଅନୁଗୋଳ ଆସିଷ୍ଟାଣ୍ଟ ସେସନ୍‌ସ ଜଜ୍‌ କମ୍‌ ସିଜେଏମ୍‌ କୋର୍ଟ ଅଭିଯୁକ୍ତ ଜରାସିଂହାର କାଳିଆ ଓରଫ...

୪ ଶହ ମିଟର ଛାଡ଼ିଦେଲେ, ପୋଲ କଲେନି

ବଇଣ୍ଡା, ୬ା୮(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତର କୁରୁମଟାପ ଛକଠାରୁ ମନ୍ଦରବାହାଳ ପର୍ଯ୍ୟନ୍ତ ମୁଖ୍ୟରାସ୍ତାକୁ ସମ୍ପୂର୍ଣ୍ଣ ପକ୍କା କରାଯାଉ ନାହିଁ। ନିର୍ମାଣ କାର୍ଯ୍ୟ ବେଳେ...

ଅଧେ ରହିଛି ଅଚଳ

ଛେଣ୍ଡିପଦା,୧୯ା୯(ସ୍ୱ.ପ୍ର.) – ସ୍ୱଳ୍ପ  ବୃଷ୍ଟି ପରି ସମସ୍ୟା ବେଳେ ଅଧିକ କାମରେ ଆସେ ଉଠା ଜଳସେଚନ ପ୍ରକଳ୍ପ। ଫସଲ ରକ୍ଷା ନିମନ୍ତେ ଚାଷୀଙ୍କ ପାଇଁ ଏହା...

Advertisement
Archives

Model This Week