ଡରାଇଲାଣି କରୋନା: ରାଜଧାନୀରେ ଚିହ୍ନଟ ହେଲେ ୨୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ବିଏମ୍‌ସି ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୯କୁ ବୃଦ୍ଧି ପାଇଛି। ଏଥି ମଧ୍ୟରୁ ୨୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୮ ସକ୍ରିୟ କେସ୍‌ ରହିଛି। ୪ଜଣଙ୍କ ମୃତ୍ୟୁ ଘଟିଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୦ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୮।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୪୩୦ ଜଣ...

ଦୁଇ ଯୁବକଙ୍କୁ ନିର୍ଧୂମ୍‌ ଛେଚିଲେ

ସଜନାଗଡ଼,୧୯।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ଦୁଇ ବ୍ୟାଟେରି ଚୋରଙ୍କୁ ଧରି ସ୍ଥାନୀୟ ଲୋକେ ନିସ୍ତୁକ ମାଡ଼ ମାରି ପୋଲିସ ଜିମା...

ଖୋର୍ଦ୍ଧାରେ ଲକ୍‌ଡାଉନ୍‌ ଉଲ୍ଲଂଘନ: ୭ ଦୋକାନ ସିଲ୍‌ କଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୭ା୪ : କୋଭିଡ୍‌-୧୯ ଭୁତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ...

ସଂକ୍ରମଣରେ ଲାଗୁନି ବ୍ରେକ୍‌: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ...

ମହାରାଷ୍ଟ୍ରରେ କରୋନା ନେଲାଣି ୩୦୧ ମୁଣ୍ଡ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏବେ ଏହା ଏକ ପ୍ରକାର ଅଣାୟତ୍ତ ହୋଇ ପଡିଲାଣି ବୋଲି କୁହାଯାଉଛି। ପ୍ରତିଦିନ ଏଠାରେ...

ବିଦ୍ୟାଳୟ ସମ୍ମୁଖରେ ମୁକୁଳା କୂଅ

ତେଲକୋଇ, ୨୭।୨(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ପିଟାନାଳୀ ଠାରେ ଆଦର୍ଶ ବିଦ୍ୟାଳୟ ରହିଛି। ଏହି ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ଠାରୁ ଦ୍ବାଦଶ ଶ୍ରେଣୀ...

ଆସୁଛି ବାତ୍ୟା: ଉତ୍ତର ଓଡ଼ିଶା ପ୍ରଭାବିତ ହେବା ସମ୍ଭାବନା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ୧୬ ତାରିଖ ସନ୍ଧ୍ୟା ସୁଧା ଏହା...

ଡେଙ୍ଗୁ ରୋଗୀ ଚିହ୍ନଟ ପରେ ଗାଁରେ ପହଞ୍ଚିଲା ବିଶେଷଜ୍ଞ ଟିମ୍‌

ବ୍ରହ୍ମପୁର ଅଫିସ,୧୫।୭: ଗଞ୍ଜାମ ଜିଲାରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ବୋଲି ଜଣାପଡିଛି। ସେ ଭୁବନେଶ୍ୱରରେ...

Advertisement
Archives

Model This Week